ଏବ୍ରି 12:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଆମର୍ ଆଁକି ଜିସୁର୍ଟାନେ ସଙ୍ଗଉ । ତାକେ ଆମେ ଆରାମେ ଅନି ସାରାସାରି ଜାକ ବିସ୍ବାସ୍ କରିଆଚୁ । ଜନ୍ ସାର୍ଦା ତାର୍ ମୁଆଟେ ସଙ୍ଗଇରଇଲା, ସେ ସାର୍ଦାର୍ଲାଗି ରଇବା ଦୁକ୍କସ୍ଟ ମୁର୍ଚି କରି ରଇଲା । ଆରି ତେଇ ମର୍ବା ଲାଜର୍ ବିସଇ ମନେ ଦାରେନାଇ । ପର୍ମେସର୍ ଆଜି ଜନ୍ ଜାଗାଇ ବସ୍ଲାଆଚେ, ତାର୍ ଉଜାବାଟେ ସେ ମିସା ବସ୍ଲାଆଚେ । အခန်းကိုကြည့်ပါ။ |
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।