ଏବ୍ରି 13:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ଆମର୍ ବାଇ ତିମତି ବନ୍ଦିଗରେ ଅନି ମୁକ୍ଲି ଆଚେବଲି ଜାନ୍ସା । ସେ ଜଦି ସେ ଦାପ୍ରେ ଆଇସି, ତେବେ ମର୍ସଙ୍ଗ୍ ତାକେ ଡାକିଆନ୍ବି । အခန်းကိုကြည့်ပါ။ |
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।