ଏବ୍ରି 13:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ବିବା ଅଇବାଟା ସବୁଲକ୍ ନିକ ବଲି ମାନତ୍ । ସବୁ ମାଇଜିମନସ୍ ମନ୍ ଗଟେକ୍ ମାଇଜି ଆରି ଗଟେକ୍ ମନସ୍ ଅଇକରି ସତ୍ସଙ୍ଗ୍ ରଇବାର୍ଆଚେ । ଜନ୍ ଲକ୍ମନ୍ ବେସିଆ କାମ୍ କରି ରଇବାଇ, ସେମନ୍କେ ପର୍ମେସର୍ ଡଣ୍ଡ୍ ଦେଇସି । အခန်းကိုကြည့်ပါ။ |
ଜନ୍ ଲକ୍କେ ତୁଇ ପାର୍ଚିନ୍ ଇସାବେ ବାଚ୍ସୁ, ସେ ଏନ୍ତାରି ଲକ୍ ଅଇବାର୍ ଆଚେ, କେ ମିସା ତାକେ ବୁଲ୍ କଲାନି ବଲି ଦସ୍ ଦେଇନାପାରତ୍ । ତାକେ ଗଟେକ୍ ସେ ମାଇଜି ରଇବାର୍ ଆଚେ । ତାର୍ ପିଲାଟକିମନ୍ କିରିସ୍ଟକେ ବିସ୍ବାସ୍ କର୍ବାର୍ ଆଚେ । ସେମନ୍ ନିକ ଚଲାଚଲ୍ତି କର୍ତେରଇବାର୍ ଆଚେ । ଜେନ୍ତାରି କି ତାକର୍ ଆୟାବାବାମନ୍କେ ମାନତ୍ ନାଇ କି ନିଜର୍ ମନ୍ କଲା ଇସାବେ ଚଲାଚଲ୍ତି କଲାଇନି ବଲି ସେମନ୍କେ କେ ଦସ୍ ଦାରି ନାପାରତ୍ ।