ଏବ୍ରି 13:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଜନ୍ ଲକ୍ମନ୍ ତମ୍କେ ମୁକିଅ ଇସାବେ ଡାକିନେଇ ପର୍ମେସରର୍ ବାକିଅ ସିକାଇତେରଇଲାଇ, ସେମନର୍ ବିସଇ ବାବିଦେକା । ସେମନ୍ କେନ୍ତି ଜିଇଲାଇ ଆରି ମଲାଇ ? ତମେ ତାର୍ ପାରା ବିସ୍ବାସ୍ କରା । အခန်းကိုကြည့်ပါ။ |
ତମର୍ ମୁକିଅ ଲକ୍ମନର୍ କାତା ମାନିକରି ଆଦେସ୍ ଦେଲାଟା କରା । ସେମନ୍ ଜାଗୁଆଲ୍ମନର୍ ପାରା ନ ତାକିକରି ତମର୍ ଆତ୍ମାମନ୍କେ ଜତନ୍ କଲାନି । କାଇକେବଇଲେ ସେମନ୍କେ ତାକର୍ କରିରଇବା କାମ୍ ପର୍ମେସର୍ କେ ଇସାବ୍ ଦେବାକେ ପଡ୍ସି । ତମେ ଜଦି ତାକର୍ କାତା ମାନ୍ସା, ସେମନ୍ ସାର୍ଦା ସଙ୍ଗ୍ ସେବା କାମ୍ କର୍ବାଇ । ତମେ ତାକର୍ କାତା ନ ମାନ୍ଲେ, ସେମନ୍ ଦୁକ୍ ଅଇବାଇ । ତେବେ ତମ୍କେ କାଇ ସାଇଜ ନଏଁ ।
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।
ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ ।