8 କାଇକେବଇଲେ, ଜିସୁକିରିସ୍ଟ କେବେ ନ ବାଦ୍ଲେ । ସେ ଆଜିର୍ପାଇ, କାଲିକର୍ପାଇ, ଆରି ସବୁଦିନର୍ ପାଇ ସମାନ୍ ସେ ରଇସି ।
ମୁଇ, ସିଲାନ୍ ଆରି ତିମତି, ପର୍ମେସରର୍ ପଅ ଜେ କି କିରିସ୍ଟ ଜିସୁ, ତାର୍ ବିସଇନେଇ ତମ୍କେ ଜାନାଇରଇଲୁ । ସେ ଉଁ ଆରି ନାଇ, ବଲି କଇବା ଦୁଇ ମନିଆ ଲକ୍ ନଏଁ ।
ତାର୍ଲାଗି ପର୍ମେସର୍ ଉଁ ବଲି, କଇରଇବାଟା, ସବୁଜାକ ପୁରାପୁରୁନ୍ କର୍ସି । ସେଟାର୍ପାଇ ଜିସୁକିରିସ୍ଟକେ ଆମେ ଆମେନ୍ ବଲି, କଇବାଟା ପର୍ମେସରର୍ ମଇମା ପାଇ ଅଇସି ।
ଲୁଗା ଦୁନାଇକରି ସଙ୍ଗଇଲା ପାରା ତୁଇ ସେଟାମନ୍କେ ସଙ୍ଗଇସୁ । ଆରି ଲୁଗା ପାଲ୍ଟନା କଲାପାରା ବାଦ୍ଲାଇସୁ । ମାତର୍ ନିଜେ ତୁଇ ନ ବାଦ୍ଲି କରି କାଲ୍ କାଲ୍ ଜୁଗ୍ ଜୁଗ୍ ରଇସୁ ।”
ସବୁ ନିକ ଆରି ସିଦ୍ ରଇବା ଦାନ୍ ପର୍ମେସର୍ ଦେଲା ଆଚେ । ବାଦ୍ଲେ ଉଜଲ୍ ଅଇବା ସବୁଜାକ ସେ ତିଆର୍କଲା ଆଚେ । ସେଟାମନ୍ ବାଦ୍ଲେ ବୁଲ୍ବାବେଲେ ବାଦଲ୍ସି ଆରି ଚାଇଁ ଏନେତେନେ ଅଇସି । ମାତର୍ ପର୍ମେସର୍ ଅଲପ୍ ମିସା ସେନ୍ତାରି ନ କରେ ।
ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଲାଗି ସେ ଗଟେକ୍ ସେ ପର୍ମେସର୍, ଜେ କି ଆମ୍କେ ରକିଆ କଲାଆଚେ । ସବୁ ଡାକ୍ପୁଟା, ମଇମା, ବପୁ ଆରି ସାସନ୍ କାଇଟା ନ ଅଇତେ ତାର୍ଟାସେ ରଇଲା, ଏବେ ତାର୍ଟାସେ ଆଚେ ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ତାର୍ଟାସେ ରଇସି । ଆମେନ୍ !
ତୁଇ ଦେକ୍ଲାଟା ବଇଟାନେ ଲେକ୍ ଆରି ଏପିସିୟ, ସୁର୍ନା, ପର୍ଗାମା, ତିଆଟିରା, ସାର୍ଦି, ପିଲାଦେଲ୍ପିଆ ଆରି ଲାଉଦିକିଆଇ ମଣ୍ଡ୍ଲିତେଇ ପାଟାଆ ବଲି ସେ ସବଦ୍ ସୁନ୍ଲି ।”
ମୁଇ ଜଅନ୍ ଆସିଆ ରାଇଜେ ରଇବା ସାତ୍ଟା ମଣ୍ଡଲିକେ ଲେକ୍ଲିନି । ପର୍ମେସର୍ ଟାନେଅନି ଆସିରଇବା ଜିବନ୍ ଦୁକାଇଲାଟା ଆରି ସାନ୍ତି ତମ୍କେ ମିଲ । ସେ ଏବେ ଆଚେ । ଆଗ୍ତୁ ମିସା ରଇଲା ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ରଇସି । ସେ ବସିରଇବା ଜାଗାର୍ ମୁଆଟର୍ ସାତ୍ଟା ଆତ୍ମାମନର୍ ଟାନେଅନି
ମାପ୍ରୁ ପର୍ମେସର୍ ସବୁର୍ଟାନେଅନି ଅଦିକ୍ ବପୁର୍ଟା । ସେ ଏବେ ମିସା ଆଚେ । ସେ ଆଗ୍ତୁ ରଇଲା । ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ରଇସି । ସେ କଇଲାଆଚେ “ଆରାମେଅନି ସବୁ ବିସଇ କର୍ବା ଲକ୍ ମୁଇ, ଆରି ସାରାଇବା ଲକ୍ ମିସା ମୁଇସେ ।”