1 ଆମେ ଜେନ୍ତିକି ସତ୍ଟାନେଅନି ବିନେ ନ ବେଗ୍ଲୁ, ସେଟାର୍ପାଇ ଆମେ ସୁନିରଇବା ସତ୍ ବାକିଅଟାନେ ଡାଁଟ୍ଅଇ ରଇବା ଦର୍କାର୍ ।
ଏବେ ଜାକ ତମେ ବୁଜାସ୍ ନାଇ କି ? ପାଁଚ୍ ଅଜାର୍ ଲକ୍ମନର୍ ବିତ୍ରେ ମୁଇ ପାଁଚ୍ଟା ରୁଟି ବାଟାକରି ରଇବା କାତା ତମେ କାଇ ପାସ୍ରି ଗାଲାସ୍ କି ? ସେଡ୍କିବେଲେ ତମେ କେତେଟା ଡାଲାଇ ବର୍ତି କରି ରଇଲାସ୍ ?
ଆଁକି ରଉ ରଉ ଦେକାସ୍ ନାଇ ? ଆରି, କାନ୍ ରଉ ରଉ ସୁନାସ୍ ନାଇ ? ଆମର୍ଟାନେ ଜେଡେବେଲେ କାଇବାକେ ଉନା ରଇଲା, ସେ ବେଲେ ମୁଇ କାଇଟା କରିରଇଲି ? ସେ ବିସଇ ତମେ ଏତାଆସ୍ ନାଇକି ?
ଆରି ନିମାନ୍ ବୁଏଁ ଅଦର୍ଲା, ବିଅନ୍ ଏନ୍ତାରି ଲକ୍ମନ୍କେ ବୁଜାଇସି । ଜନ୍ ଲକ୍ମନ୍ କି ନିମାନ୍ ଆରି ଦରମ୍ ମନେ ବାକିଅ ସୁନିକରି ସେଟା ଡାଟ୍ ସଙ୍ଗ୍ ଦାରି ସଙ୍ଗଇବାଇ ଆରି ଜାଗିରଇକରି ପଲ୍ପଲ୍ବାଇ ।”
ତାର୍ କରିରଇବା ସବୁ କାମର୍ଲାଗି ସବୁଲକ୍ ଚକିତ୍ ଅଇବାବେଲେ ସେ ସିସ୍ମନ୍କେ କଇଲା, “ଏବେ ମୁଇ କାତା ନିମାନ୍କରି କଇଦେଲିନି, ସୁନା । କାଇକେବଇଲେ ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ବିସ୍ବାସେ ବିସ୍ଦେଲାପାରା ଲକ୍ମନ୍କେ ସର୍ପି ଅଇବାର୍ ଗାଲିନି ।”
ଜିସୁ ଏ କାତା କଇବାବେଲେ ସେମନ୍ ତାକେ ମାର୍ବାକେ ପାକ୍ନା ବେଟ୍ଲାଇ, ମାତର୍ ଜିସୁ, ମନ୍ଦିରେ ଅନି ବାରଇ ଲକ୍ମନର୍ ବିତ୍ରେ ପୁରି ଉଟିଗାଲା ।
ପର୍ମେସରର୍ ସାସ୍ତରେ ଲେକା ଅଇଲାଟା ତମେ ପାସ୍ରିଗାଲାସ୍ କି ? ସେ ତାର୍ ପିଲାଜିଲାମନ୍କେ ମନ୍ ସାର୍ଦା କରାଇ ଏନ୍ତାରି କଇରଇଲା । ସେ କଇଲା, ମର୍ ପଅ ମାପ୍ରୁର୍ ସାସନ୍ କର୍ବାଟା ଏଲା କର୍ବାର୍ ନାଇ । ସେ ତମ୍କେ ଡଣ୍ଡ୍ ଦେବାବେଲେ ଆସା ଚାଡ୍ବାର୍ ନାଇ ।
ଏ ସବୁ ବିସଇ ତମ୍କେ ଏତାଇଦେବାକେ ମୁଇ ବେସି ଆବଡ୍ ଅଇଲିନି । ଜେନ୍ତାରିକି ମୁଇ ମଲାପଚେ ମିସା ଏ ସବୁ ବିସଇ ଏତାଇସା ।
ଏ ମର୍ ଆଲାଦର୍ ବାଇବଇନିମନ୍, ଏଟା ମୁଇ ତମର୍ ଲଗେ ଦୁଇପାଲି ଅଇଲା ଚିଟି ଲେକ୍ଲିନି । ଏ ଦୁଇଟାଜାକ ଚିଟିତେଇ ଏ ସବୁ ବିସୟ୍ ମନେ ଏତାଇ ତମର୍ ମନେ ସୁକଲ୍ କର୍ବାପାଇ ଚିନ୍ତା କଲିନି ।