ଏବ୍ରି 2:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ପର୍ମେସର୍ ସବୁ ବିସଇ ତିଆର୍କରି ସଙ୍ଗଇଲା ଆଚେ । ସେଟାର୍ପାଇ ଜିସୁକେ ଦୁକ୍ କସ୍ଟ ପାଇବାକେ ସେ ଦେଲା । ଏନ୍ତାରି ଅଇ ସେ ସିଦ୍ ଅଇଲା ଆରି ଆମର୍ ବିତ୍ରେଅନି ବେସି ଲକ୍, ତାର୍ ପଅ ଅଇଗାଲୁ । ଜେନ୍ତାରି କି ଆମେ ମିସା ତାର୍ ମଇମା କଲାଟାନେ ମିସ୍ବୁ, କାଇକେବଇଲେ ଜିସୁ ପାପର୍ ଡଣ୍ଡେଅନି ଆମ୍କେ ମୁକ୍ଲାଇଲା । အခန်းကိုကြည့်ပါ။ |
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।