13 ସେ ଏନ୍ତାରି ମିସା କଇଲାଆଚେ, “ପର୍ମେସର୍ଟାନେ ମୁଇ ଆସା କର୍ବି ।” ଆରି ସେ କଇଲା, “ପର୍ମେସର୍ ମକେ ଦେଲା ପିଲାଟକିମନ୍, ମର୍ସଙ୍ଗ୍ ଆଚତ୍ ।”
ସେ ନିଜେ ମୁଇ ପର୍ମେସରର୍ ପଅ ବଲି କଇ, ପର୍ମେସର୍ଟାନେ ଆସା କଲାଆଚେ । ଆଲେ ଦେକୁ ତେବେ, ପର୍ମେସର୍ ତାକେ ଏବେ ରକିଆ କର୍ବାକେ ମନ୍ କଲାନି କି ନାଇ ।”
ମର୍ ବାବା ମକେ ଜନ୍ଟା ଦେଲାଆଚେ, ସେଟା ସବୁର୍ଟାନେଅନି ଅଦିକ୍ ମୁଲିଅ । ବାବାର୍ ଆତେଅନି ସେଟା କେ ମିସା ଚାଡାଇ ନେଇ ନାପାରତ୍ ।
କାଇକେବଇଲେ ତମର୍ଟାନେ କିରିସ୍ଟର୍ ବିସଇ ସିକାଇବାକେ କେତେକ୍ କେତେକ୍ ଗୁରୁ ରଇଲେ ମିସା, ବାବା ଇସାବେ ତମ୍କେ ବେସି ଲକ୍ ନାଇ । କିରିସ୍ଟ ଜିସୁର୍ତେଇ ମିସ୍ଲାର୍ ପାଇ ମୁଇ ତମର୍ ବାବା ଅଇଗାଲି । କାଇକେବଇଲେ ମୁଇ ତମ୍କେ ଜିସୁକିରିସ୍ଟର୍ ସୁବ୍କବର୍ କଇରଇଲି ।