ଏବ୍ରି 2:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଇତି ଜନ୍ ଲକ୍ମନ୍କେ ପିଲାମନ୍ ବଲି ଡାକ୍ଲାଇନି, ସେମନ୍ ବନି ମାଉଁସ୍ ରଇବା ଗାଗଡ୍ ସଙ୍ଗର୍ ଲକ୍ମନ୍ । ଜିସୁ ମିସା ସେମନର୍ ପାରା ଗଟେକ୍ ଗାଗଡ୍ ନେଲା ଆରି ତାକର୍ ଗୁନ୍ଚଲନ୍ତେଇ ମିସ୍ଲା । ତାର୍ ମରନର୍ ଲାଗି ସେ ମରନର୍ ଉପ୍ରେ ବପୁ ରଇବା ସଇତାନ୍କେ ପୁରାପୁରୁନ୍ ବାବେ ଆରାଇଲା । အခန်းကိုကြည့်ပါ။ |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”