16 ଇତିଅନି ନିକ କରି ଜାନିଅଇଲାନି ଜେ, ସେ ସରଗର୍ ଦୁତ୍ମନ୍କେ ସାଇଜ କରେନାଇ । ତାର୍ ବାଦୁଲେ ଆମେ ଜନ୍ଲକ୍ମନ୍ କି ଅବ୍ରାଆମର୍ ବଁସର୍ ନାତିତିତି ବଲି ଏଜାଇଅଇଲୁନି, ସେ ଆମ୍କେ ସାଇଜ କଲାନି ।
ଜଦି ତମେ ନିୟମ୍ ମାନ୍ଲେ, ତମର୍ ସୁନତ୍ ଅଇବାଟା ଟିକ୍ ଆଚେ । ଜଦି ନିୟମ୍ ନ ମାନ୍ଲେ ସୁନତ୍ ନ ଅଇଲା ଲକ୍ମନର୍ ସଙ୍ଗ୍ ସମାନ୍ ।
ସେନ୍ତାର୍ସେ ପର୍ମେସର୍ ଅବ୍ରାଆମ୍ ଆରି ତାର୍ ନାତିତିତିକେସେ ସପତ୍ ଦେଇରଇଲା । ଏ ବିସଇନେଇ ନାତିତିତିମନ୍ ବଲି ସାସ୍ତରେ ଲେକାରଇବାଟା, ଅବ୍ରାଆମର୍ ସବୁ ନାତିତିତିମନ୍କେ କଏନାଇ । ମାତର୍ ଗଟେକ୍ ଲକ୍କେସେ କଇଲାଆଚେ । ଜେ କି କିରିସ୍ଟ ।
ଜଦି ତମେ କିରିସ୍ଟର୍ ଲକ୍, ତେବେ ତମେ ମିସା ଅବ୍ରାଆମର୍ କୁଟୁମର୍ ଆରି ପରମେସର୍ ଜାଇଟା ସପତ୍ କଲାଆଚେ, ସେଟା ମିଲାଇସା ।
ଆମର୍ ବାବାମନ୍ ସେମନ୍ ଟକ୍ ବଲି ବାବ୍ବା ଇସାବେ, ଚନେକର୍ପାଇ ରଇବା ଏ ଜିବନେ ଆମ୍କେ ଡଣ୍ଡ୍ ଦେଇରଇଲାଇ । ମାତର୍ ଜେଡେବେଲେ ପର୍ମେସର୍ ଆମ୍କେ ଡଣ୍ଡ୍ ଦେଇସି, ଆମର୍ ନିକପାଇ ଦେଇସି । ଜେନ୍ତାରିକି ଆମେମିସା ତାର୍ପାରା ସୁକଲ୍ ଅଇବୁ ।
ଜନ୍ ଲକ୍ମନ୍ ମରନ୍କେ ଡରିକରି ରଇଲାଇ, ସେଟାର୍ ପାଇ ସେମନ୍ ଜନମେ ଅନି ଗତିଦାଙ୍ଗ୍ଡା ପାରା ଅଇରଇଲାଇ । ସେମନ୍କେ ସେ ମରନର୍ ଡଣ୍ଡେଅନି ମୁକ୍ଲାଇଲା ।
ତେବର୍ ପାଇ ସେଟା ଦର୍କାର୍ ରଇଲା ଜେ ଆମେ ଜନ୍ଲକ୍ମନ୍କି ତାର୍ ବାଇବଇନି ଅଇଲୁଆଚୁ, ସେ ସମାନ୍ ଆମର୍ ପାରା ଅଇରଇବାକେ । ସେନ୍ତାର୍ ଆଲେ ସେ ଆମର୍ ପର୍ମେସର୍ ଟାନେ ରଇବା ସତ୍ସଙ୍ଗ୍ ଆରି ଦୟାସଙ୍ଗ୍ ରଇବା ବଡ୍ ପୁଜାରି । ସେ ଆମର୍ ବଡ୍ ପୁଜାରି ଅଇଲାକେ ଆମର୍ ପାପର୍ କେମା ଅଇଲା ।
ଜେଡେବେଲେ ଲକ୍ମନ୍ ପର୍ମାନ୍ ସଇତ୍ କର୍ବାଇ, ସେମନ୍ ବଡ୍ଲକ୍ମନର୍ ନାଉଁ ଦାରି ପର୍ମାନ୍ ସଇତ୍ କର୍ବାଇ । ସେନ୍ତାରି କଲେ ସେ ସପତ୍ ଲାଗିରଇବା ସବୁ ଦଦାପେଲାକେ ଚିଡାଇସି ।
ଏ ଜଗତ୍ ତିଆର୍ ନ ଅଇବା ଆଗ୍ତୁ ପର୍ମେସର୍ କିରିସ୍ଟକେ ବାଚିରଇଲା । ମାତର୍ ଏବେ ଏ ସାରାସାରି ଦିନେ ସେ ତାକେ ଦେକାଇଲା ଆଚେ । ଜେନ୍ତାରି କି ସେ ଆମ୍କେ ସାଇଜକରିପାର୍ସି ।