ଏବ୍ରି 2:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ତେବର୍ ପାଇ ସେଟା ଦର୍କାର୍ ରଇଲା ଜେ ଆମେ ଜନ୍ଲକ୍ମନ୍କି ତାର୍ ବାଇବଇନି ଅଇଲୁଆଚୁ, ସେ ସମାନ୍ ଆମର୍ ପାରା ଅଇରଇବାକେ । ସେନ୍ତାର୍ ଆଲେ ସେ ଆମର୍ ପର୍ମେସର୍ ଟାନେ ରଇବା ସତ୍ସଙ୍ଗ୍ ଆରି ଦୟାସଙ୍ଗ୍ ରଇବା ବଡ୍ ପୁଜାରି । ସେ ଆମର୍ ବଡ୍ ପୁଜାରି ଅଇଲାକେ ଆମର୍ ପାପର୍ କେମା ଅଇଲା । အခန်းကိုကြည့်ပါ။ |