2 କାଇକେ ବଇଲେ ପୁର୍ବେ ପର୍ମେସର୍ ସରଗ୍ ଦୁତ୍ମନର୍ ଅନି ଜାନାଇ ଆଚେ, ସେଟା ସତ୍ ବଲି ପର୍ମାନ୍ ଅଇଆଚେ, ଜନ୍ ଲକ୍ମନ୍ ସେଟା ମାନତ୍ ନାଇ, ସେମନ୍ ଡଣ୍ଡ୍ ପାଇଆଚତ୍ ।
ତମେ ସରଗର୍ ଦୁତ୍ମନ୍ ଜାନାଇରଇବା ରିତିନିତି ଦାରିଆଚାସ୍ । ମାତର୍ ସେଟା ମାନାସ୍ ନାଇ ।
ତେବେ ନିୟମ୍ କାଇକେ ଦିଆଅଇଲା ? ମୁନୁସର୍ ସତ୍ ନ ଅଇବା ସବୁ କାମ୍ ଦେକାଇ ଦେବାକେ ଦିଆଅଇଲା । ଆରି ଅବ୍ରାଆମର୍ ଜନ୍ କୁଟୁମ୍ ଦେକି ପରମେସର୍ ସେ ସପତ୍ କରିରଇଲା, ସେ ଲକ୍ ଆଇବା ଜାକ ନିୟମର୍ ଦର୍କାର୍ ରଇଲା । ପର୍ମେସର୍ ଗଟେକ୍ ଲକ୍କେ ମାଲାକାରିଆ କରାଇ ସରଗର୍ ଦୁତ୍ମନର୍ ଆତେ ନିୟମ୍ ପାଟାଇରଇଲା ।
ପର୍ମେସର୍ ପୁର୍ବେ ବିନ୍ ବିନ୍ ବେଲାଇ ଆରି ବିନ୍ ବିନ୍ ବାଟେ ବବିସତ୍ବକ୍ତା ମନ୍କେ ପାଟାଇକରି, ଆମର୍ ଆନିଦାଦିମନର୍ ସଙ୍ଗ୍ କାତା ଅଇଲା ।
ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକ୍କେ କାଇଟା ଅଇତେରଇଲା ବଲି ବାବିଦେକା । ଦୁଇ କି ତିନ୍ ଲକ୍ ତାର୍ ପାପର୍ ଲାଗି ସାକିଦେଲେ, ସେ କାଇମିସା ଦୟା ନ ପାଇକରି ମର୍ବାକେ ଆଦେସ୍ ଦେଇତେରଇଲାଇ ।
ସେଟାର୍ପାଇ ତମର୍ ସାଆସ୍ ଚାଡାନାଇ । ମାତର୍ ସେଟା କର୍ତେରୁଆ । କାଇକେ ବଇଲେ ତମର୍ ଇନାମ୍ ବଡ୍ ରଇସି ।
ମସିଅର୍ ଲାଗି ଲାଜ୍ପାଇ ମୁର୍ଚିକରି ରଇବାଟା ମିସର୍ ଦେସେଅନି ମିଲାଇରଇବା ବଡ୍ ଦନ୍ ସଁପତିତେଇଅନି ଅଦିକ୍ ନିକଟା ବଲି ସେ ବାବ୍ଲା । ଆଇବା ଦିନ୍ମନ୍କେ ମିଲାଇବା ପୁରୁସ୍କାର୍ଟାନେ ସେ ଆଁକିପାକାଇ ରଇଲା ।
ତେବର୍ପାଇ ଜନ୍ ଲକ୍ମନ୍ ପର୍ମେସରର୍ ଲଗେ ଆଇବାକେ ମନ୍ କଲାଇନି, ପର୍ମେସର୍ ଆଚେ ବଲି ବିସ୍ବାସ୍ କର୍ବାର୍ ଆଚେ । ଜେତ୍କି ଲକ୍ମନ୍ ତାକେ କଜ୍ବାଇ, ସେ ସେମନର୍ ଆସା କଲାଟା ପୁରାପୁରୁନ୍ କର୍ସି ।
ଜନ୍ଟା ତମ୍କେ ପର୍ମେସର୍ କଇଲାନି, ନ ସୁନ୍ଲା ଲକର୍ପାରା ଉଆ ନାଇ । କାଇକେବଇଲେ ପର୍ମେସରର୍ କାତା ନ ମାନ୍ଲାକେ ଆମର୍ ଆନିଦାଦିମନ୍ ସିନୟ ପର୍ବତେ ଡଣ୍ଡ୍ ପାଇରଇଲାଇ । ଜନ୍ ଲକ୍ ଆମ୍କେ ସର୍ଗେଅନି କଇଲାନି, ସେ କାତା ଆମେ ନ ସୁନିକରି ଏଲାକଲେ, କେତେକ୍ ଅଦିକ୍ ଡଣ୍ଡ୍ ପାଇବୁ ?
ବବିସତ୍ବକ୍ତାମନର୍ କାତା ସତ୍ ଆଚେ ବଲି ଆମେ ଜାନିଆଚୁ । ଏ ସବୁ କାତା ତମେ ମନ୍ଦିଆନ୍ ଦେଇ ସୁନା । କାଇକେବଇଲେ ସେଟା ଆନ୍ଦାରେ ଲାଗିରଇବା ଗଟେକ୍ ବତିର୍ ଉଜଲ୍ ପାରା ଆଚେ । ସାକ୍ଲିଆ ଉଜଲ୍ ଡିସ୍ବା ତାରାର୍ପାରା ତମର୍ ମନ୍ବିତ୍ରେ ଉଜଲ୍ ଦେଇସି ।
ଏ ସବୁ ବିସଇ ତମେ ଜାନିରଇଲେ ମିସା ମାପ୍ରୁ ଇସ୍ରାଏଲର୍ ଲକ୍ମନ୍କେ ମିସର୍ ଦେସେଅନି ମୁକ୍ଲାଇକରି ଆନ୍ଲା ବିସଇ ତମ୍କେ ଏତାଇଦେବାକେ ମୁଇ ମନ୍ କଲିନି । ମାତର୍ ପଚେ ଜେତ୍କି ଲକ୍ ବିସ୍ବାସ୍ କରତ୍ନାଇ, ସେମନ୍କେ ସବୁକେ କୁରୁପ୍ନାସ୍ କଲା ।