ଏବ୍ରି 3:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଏ ମର୍ ବିସ୍ବାସି ବାଇବଇନିମନ୍, ଜନ୍ଲକ୍ମନ୍କେ କି ପର୍ମେସର୍ ତାର୍ ଲକ୍ ବଲି ବାଚ୍ଲା ଆଚେ, । ଆମେ ଜିସୁର୍ ବିସଇ ଅଲପ୍ ବାବିଦେକୁ । କାଇକେବଇଲେ ଜେତ୍କି ସବୁ ବିସଇ ଆମର୍ ବିସ୍ବାସର୍ ଲାଗି ଆଚେ, ତାକେ ସେ ପର୍ମେସର୍ ବଡ୍ ପୁଜାରି ଇସାବେ ପାଟାଇଲା । အခန်းကိုကြည့်ပါ။ |
ସେମନ୍ ବେସି ସାର୍ଦାଅଇ ଏ ସାଇଜ ଦେଲାଇନି । ଏଟା ଦେଇକରି ସେମନ୍ ଟିକ୍ ବିସଇ କଲାଇ । କାଇକେବଇଲେ, ଜିରୁସାଲେମେ ରଇବା ବିସ୍ବାସିମନର୍ ଟାନେ ସେମନ୍ ରୁନି ଅଇଆଚତ୍ । ସେଟା କେନ୍ତିବଇଲେ ଜିଉଦିମନର୍ଟାନେଅନିସେ ପର୍ମେସରର୍ ବାକିଅ ଇତିର୍ ଜିଉଦି ନ ଅଇଲା ଲକ୍ମନ୍କେ ଆନିରଇଲା । ସେଟାର୍ପାଇ ତେଇର୍ ଅର୍କିତ୍ ଜିଉଦିମନ୍କେ କେତେକ୍ ଡାବୁ ସାଇଜ ପାଟାଇବାଟା ନିକ ବିସଇ ।
ଜଦି ତାକର୍ ସାଉକାର୍ମନ୍ କିରିସ୍ଟକେ ବିସ୍ବାସ୍ କଲାଇନି, ସେନ୍ତାର୍ଆଲେ ବିସ୍ବାସି ସାଉକାର୍ମନ୍କେ, ବିସ୍ବାସ୍ ନ କର୍ବା ସାଉକାର୍ମନର୍ ତେଇଅନି, କିରିସ୍ଟର୍ଟାନେ ବାଇ ଇସାବେ ସନ୍ମାନ୍ ଉନା ଦେକାଇଲେ ଅଇସି ବଲିକରି ବାବ୍ବାର୍ ନାଇ । ତାର୍ ବାଦୁଲେ ସେମନର୍ପାଇ ଅଦିକ୍ ଆବଡ୍ କାମ୍ କର୍ବାର୍ ଆଚେ । କାଇକେବଇଲେ ସେମନ୍ ଜନ୍ ସାଉକାରର୍ପାଇ କାମ୍ କଲାଇନି, ସେମନ୍ ମିସା ବିସ୍ବାସି ଲକ୍ । ଆରି କିରିସ୍ଟର୍ଟାନେ ବାଇ ଇସାବେ ଆଲାଦ୍ କଲାଇନି । ବିସ୍ବାସି ମନ୍କେ ଏ ସର୍ତେ ବିସଇ ସିକାଆ । ଆରି ସେଟା କର୍ବାକେ ସେମନ୍କେ ସାର୍ଦା କର୍ ।
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।