10 ସେଟାର୍ପାଇ ପର୍ମେସର୍ ସେ ଲକ୍ମନ୍କେ ରିସାଅଇଲା, ଆରି କଇଲା, ସେମନ୍ ବେଗ୍ଲିକରି ବିନ୍ ବିସଇମନ୍ କରିଲାଗିଆଚତ୍ । ମୁଇ ତିଆର୍ଲାଟା କର୍ବାକେ ନିଚ୍ଲାଇନି ।
ବିନ୍ ସିସ୍ମନ୍ ଜେଡେବେଲ୍ ଏ କାତା ସୁନ୍ଲାଇ, ସେ ଦୁଇ ବାଇର୍ ଲାଗି ବେସି ରିସା ଅଇଗାଲାଇ ।
ସେବେଲେ ତାକର୍ ମନ୍ ଡାଟ୍ ରଇବାଟା ଦେକିକରି ଜିସୁ ଦୁକ୍ଅଇ ରିସାସଙ୍ଗ୍, ଚାରିବେଡ୍ତି ଦେକ୍ଲା । ଆରି ସେ ଲକ୍କେ କଇଲା, “ଆତ୍ ଲାମା ।” ସେ ଲକ୍ ଆତ୍ ଲାମାଇଲା, ଆରି ତାର୍ ଆତ୍ ନିମାନ୍ ଅଇଗାଲା ।
ଏବେ ମୁଇ ସବୁବେଲା ସତ୍କାତା କଇଲିନି ମିସା ତମେ ମକେ ବିସ୍ବାସ୍ କରାସ୍ନାଇ ।
ଏ ଲକ୍ମନ୍ ପରମେସରର୍ ବିସଇନେଇ ନିମାନ୍ ବାବ୍ବାକେ ମନ୍ ନ କଲାର୍ ପାଇ, ପରମେସର୍ ସେମନ୍କେ ଚାଡି ଦେଲାଆଚେ । ଆରି ମନ୍ ବିତ୍ରେ କାରାପ୍ ଚିନ୍ତା କର୍ବାଟା କରତ୍ ବଲି ଚାଡିଦେଲାଆଚେ । ଏଟାର୍ପାଇ ସେମନ୍ ନ କର୍ବା କାମ୍ କର୍ବାଇ ।
“ଜଦି ମୁଇ ମିଚ୍ କଇବାଟା ପରମେସରର୍ ସତ୍ ଅଦିକ୍ ଡିସି କରି ଡାକ୍ପୁଟା କରାଇସି ବଇଲେ, ମୁଇ କାଇକେ ପାପି ବଲି ଡଣ୍ଡ୍ ପାଇବି ?”
ପର୍ମେସରର୍ ସୁକଲ୍ ଆତ୍ମାକେ ଦୁକ୍ ଦିଆସ୍ ନାଇ । ତାକେ ମୁକଲ୍ବା ଦିନ ଜାକ ଗଟେକ୍ ଚିନ୍ ଇସାବେ ସେ ତମ୍କେ ଦେଲାଆଚେ ।
ତେବର୍ ପାଇ ଏ ମର୍ ବିସ୍ବାସି ବାଇବଇନିମନ୍, ଜାଗର୍ତାଅଇ ରୁଆ, ଜେନ୍ତାରିକି ତମର୍ ବିତ୍ରେଅନି କେ ମିସା କାରାପ୍ ମନ୍ ରଇକରି ପର୍ମେସର୍କେ ବିସ୍ବାସ୍ ନ କରା, ଆରି କେ ମିସା ଜିବନ୍ ରଇବା ପର୍ମେସର୍ ଟାନେଅନି ବେଗ୍ଲି ନ ଜା ।