ଏବ୍ରି 3:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ତେବର୍ ପାଇ ଏ ମର୍ ବିସ୍ବାସି ବାଇବଇନିମନ୍, ଜାଗର୍ତାଅଇ ରୁଆ, ଜେନ୍ତାରିକି ତମର୍ ବିତ୍ରେଅନି କେ ମିସା କାରାପ୍ ମନ୍ ରଇକରି ପର୍ମେସର୍କେ ବିସ୍ବାସ୍ ନ କରା, ଆରି କେ ମିସା ଜିବନ୍ ରଇବା ପର୍ମେସର୍ ଟାନେଅନି ବେଗ୍ଲି ନ ଜା । အခန်းကိုကြည့်ပါ။ |
କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।