ଏବ୍ରି 3:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ତମର୍ ବିତ୍ରେ କେ ମିସା ପାପର୍ଲାଗି ନାଡାଇ ଅଇବାର୍ ନାଇ । ସେଟାର୍ଲାଗି ତମର୍ ମନ୍ ଆଁଟ୍ ଅଇଜାଇସି । ଆମର୍ ଜିଇବାକାଇବା ଦିନ୍ ସାର୍ବାଜାକ ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଏ ବିସଇ ଜାଗ୍ରତ୍ କରାଇବାର୍ ଆଚେ । အခန်းကိုကြည့်ပါ။ |