ଏବ୍ରି 4:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ସେଟାର୍ପାଇ ଆମେ ସବୁଲକ୍ ମନ୍ ଦିଆନ୍ ଦେଇକରି, ସେ ବିସ୍ରାମ୍ ଜାଗାଇ ପୁର୍ବାକେ ଚେସ୍ଟା କରୁ । ଆମର୍ ଆନିଦାଦିମନର୍ପାରା ନ ଅଇବାକେ ଆମେ ଜାଗ୍ରତ୍ ରଉଁ । ପର୍ମେସର୍ କଇଲାଟା ବିସ୍ବାସ୍ ନ କଲାର୍ପାଇ, ସେମନ୍ ସେଜାଗାଇ ପୁରି ନାପାର୍ଲାଇ । အခန်းကိုကြည့်ပါ။ |
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।