ଏବ୍ରି 4:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ପର୍ମେସରର୍ ବାକିଅ ଜିବନ୍ରଇବାଟା ଆରି ବେସି ବପୁରଇ ଦୁଇବାଟେ ଦାର୍ରଇବା ଗଟେକ୍ ଲାଗନ୍ କାଣ୍ଡା ପାରା । ସେଟା ଆଡର୍ ଗଁଟି ଆରି ଆଡ୍ ବିତ୍ରେ ରଇବାଟା କାଟ୍ସି । ଗଟେକ୍ ଲକର୍ ମନ୍ ବିତ୍ରେ ରଇବା ସବୁ ବିସଇ ବିଚାର୍ କରିପାର୍ସି । ମନ୍ ବିତ୍ରେ ଲୁଚିରଇବା ସବୁ ବିସଇ ମିସା । အခန်းကိုကြည့်ပါ။ |
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।
ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ ।