ଏବ୍ରି 4:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ପର୍ମେସର୍ଟାନେ କାଇ ବିସଇ ମିସା ଲୁଚିକରି ନ ରଏ । ତାର୍ ଆଁକିଟାନେ ସବୁ ବିସଇ ଉଗାଡି ଅଇରଇଲାପାରା ଆଚେ । କାଇକେବଇଲେ ସେ ସବୁ ବିସଇ, ଗଟେକ୍ ନ ଚାଡିକରି, ସବୁ ଜାନେ । ଆରି ତାର୍ ଲଗେ ଆମେ ଆମର୍ ନିଜର୍ ବିସଇର୍ ଇସାବ୍ ଦେବାର୍ ଆଚେ । အခန်းကိုကြည့်ပါ။ |
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।