14 ଚାବି ଚାବି କାଇବା କାଦି ବଡ୍ ଲକ୍ମନର୍ପାଇ । ସେମନ୍ ନିକ ଆରି କାରାପ୍ ଚିନ୍ବାକେ, ନିଜ୍କେ ଅବିଆସ୍ କରାଇ ଆଚତ୍ ।
ସେଟାର୍ ପାଇ ତମର୍ ସରଗର୍ ବାବା ଜେନ୍ତାର୍ ସିଦ୍, ତମେ ମିସା ସେନ୍ତାର୍ ସିଦ୍ ଅଇବା ଦର୍କାର୍ ।”
ଜଦି କେତେକ୍ ଲକ୍ କିରିସ୍ଟକେ ବିସ୍ବାସ୍ କଲାଇନି, ମାତର୍ ତାକର୍ ବିସ୍ବାସ୍ ଡାଁଟ୍ନାଇ, ସେମନ୍କେ ମିସା ଡାକି ମିସାଆ । ମାତର୍ ସେମନର୍ ଚିନ୍ତା କର୍ବାଟା ତମର୍ପାରା ନ ରଇଲେ, ତାକର୍ ସଙ୍ଗ୍ ଦଦାପେଲା ଉଆ ନାଇ ।
ଏଲେମିସା ଆମେ ଜେଡେବଲ୍ ଆତ୍ମାଇ ବଡିରଇବା ବିସ୍ବାସିମନର୍ ସଙ୍ଗ୍ ରଇଲାବେଲେ ଗିଆନର୍ କାତା କଇଲୁନି । ମାତର୍ ସେଟା ଏ ଜୁଗର୍ ଗିଆନ୍ ନଏଁ କି ଏ ଜୁଗର୍ ନସ୍ଟ ଅଇଜାଇରଇବା ନେତାମନର୍ ଗିଆନ୍ ନଏଁ ।
ମୁଇ ପାର୍ତନା କଲିନି, ଜେନ୍ତାରିକି ତାର୍ ଉଜଲ୍ ଦେକ୍ବାକେ ତମର୍ ଆତ୍ମାର୍ ଆଁକି ଡିସ । ଜେନ୍ତିକି ଜନ୍ ଆସା ନେଇକରି ତମେ ତାର୍ ଲଗେ ଆସି ଆଚାସ୍, ସେଟା ଜାନିପାରାସ୍ ।
ଏନ୍ତାରି ଅଇ ଆମେ ସବୁ ବିସ୍ବାସେ ବଡିକରି ଆରି ପର୍ମେସରର୍ ପଅକେ ଜାନିକରି, ସିଦ୍ ଅଇବୁ । ଆମେ ଜେନ୍ତାରିକି ପୁରାପୁରୁନ୍ କିରିସ୍ଟର୍ ପାରା ଅଇବୁ । ସେ ପୁରାପୁରୁନ୍ ସିଦ୍ ଆଚେ ।
ସେନ୍ତାର୍ଆଲେ ଆସା, ଆମେ ଜେତ୍କି ଲକ୍ ସୁକଲ୍ ଅଇଆଚୁ, ଏ ରକାମ୍ ବିସଇ ସମାନ୍ ଇସାବେ ଚିନ୍ତା କର୍ତେରଉଁ । ଆରି ଜଦି ଏ ସବୁ ବିସଇର୍ପାଇ ତମେ ମର୍ ସଙ୍ଗ୍ ରାଜି ଉଆସ୍ନାଇ, ଟିକ୍ ସଙ୍ଗ୍ ଚିନ୍ତା କର୍ବାକେ ପର୍ମେସର୍ ତମ୍କେ ସାଇଜ କର୍ସି ।
ସବୁ ବିସଇ ପରିକା କରି ଦେକା, ଜନ୍ଟା ସତ୍, ସେଟା ଚାଡାନାଇ ।
ଜନ୍ ସବୁ ସିକିଆ ମିଚ୍, ଆରି ଜନ୍ଟା ସବୁ ଟଣ୍ଡେପାନ୍ଦି କଇବାଟାନେ ଅନି ଦୁରିକେ ରୁଆ । ତାର୍ ବାଦୁଲେ ନିଜେ ଜାଗ୍ରତ୍ ରଇକରି ପର୍ମେସର୍ ଜନ୍ଟା ମନ୍ କଲାନି, ସେନ୍ତାରି ଚଲାଚଲ୍ତି କରା ।
ତେବର୍ପାଇ କିରିସ୍ଟର୍ ମୁଲେଅନି ସିକିରଇବା ବିସଇ ତର୍କେ ତର୍ ନ ସିକିକରି ତାର୍ ଟିକିନିକି ବିସଇ ସିକୁ । ଜେନ୍ତିକି ଆମର୍ ବିସ୍ବାସ୍ ମିସା ଡାଁଟ୍ ଅଇସି । ଚୁଚାଇ କାମ୍ମନ୍ ଚାଡିକରି ପର୍ମେସର୍ଟାନେ ବାଉଡ୍ବା ଜନ୍ଟା କି ଆମର୍ ବିସ୍ବାସର୍ ମୁଲ୍ ପାକ୍ନା ରଇଲା, ତେଇ ଆରିତରେକ୍ ସେଟାସେ କର୍ବାର୍ ନାଇ ।
ଆମେ ସବୁ ତର୍କେତର୍ ବୁଲ୍ କଲୁନି । ମାତର୍ ଜେ ମିସା ତାର୍ କାତାବାର୍ତା କଇଲାବେଲେ ବୁଲ୍ ନ କରେ, ତେବେ ସେ ସିଦ୍ ଲକ୍ । ଆରି ସେ ତାର୍ ସବୁଜାକ ମିସା ଜାଗ୍ରତ୍କରି ସଙ୍ଗଇ ଆଚେ ।