3 ଆରି ତାକେ ମିସା ବେସି ବୁଲ୍ ରଇଲାକେ ସେ ଅବ୍କା ବିନ୍ ଲକର୍ ପାପର୍ ପାଇ ବଲି ଦେଲେ ନଏଁ, ମାତର୍ ନିଜର୍ ପାପର୍ଲାଗି ମିସା ବଲି ସର୍ପିଦେବାକେ ପଡ୍ସି ।
କାଇକେବଇଲେ ଜନ୍ ସିକିଆ ମୁଇ ପାଇରଇଲି, ତେଇଅନି ଏ ବଡ୍ ସିକିଆ ତମ୍କେ ସିକାଇ ରଇଲି । ସାସ୍ତର୍ ଇସାବେ କିରିସ୍ଟ ଆମର୍ ପାପ୍ କେମା ଅଇବାକେ ମରିଗାଲା ।
ମାତର୍ କିରିସ୍ଟ ତରେକ୍ ସେ ନିଜ୍କେ ବଲିଅଇଲା, ସେଟା ଆମର୍ ପାପ୍କେ ଦାରିଗାଲା ଆରି ସେ ସର୍ପାଇ ଅଇଲାଟା ସବୁଦିନର୍ ପାଇ ନିକ । ସେ କରିରଇବା କାମ୍ ସାରାଇଲା ଇସାବେ ଗଟେକ୍ ଚିନ୍ ପାରା, ପର୍ମେସରର୍ ଉଜାବାଟେ ବସ୍ଲା ।
ବିନ୍ ବଡ୍ ପୁଜାରି ମନ୍ ସବୁଦିନ୍ ପର୍ମେସରର୍ଟାନେ ଦିନ୍କେ ବଲି ଦେବାର୍ ଆଚେ । ତାର୍ପଚେ ସେମନ୍ ଲକ୍ମନର୍ ପାପର୍ପାଇ ମିସା ବଲି ଦେବାର୍ ଆଚେ । ମାତର୍ ଜିସୁ ଏନ୍ତାରି ନାଇ । ସେ ସବୁଲକର୍ ପାଇ ମିସ୍ତେ ଗଟେକ୍ତର୍ସେ ବଲି ଅଇଲା ଆଚେ । ତାର୍ ସେ ମରନ୍ ସବୁଦିନର୍ପାଇ ଅଇସି ।
ମାତର୍ ବିତ୍ରର୍ ଜାଗାଇ ବଡ୍ ପୁଜାରିସେ ଜିବାକେ ଅଦିକାର୍ ରଇଲା । ସେ ସିତି ବର୍ସେକ୍କେ ତରେକ୍ ସେ ଜାଇତେରଇଲା । ସେ ନିଜର୍ ପାଇ ଆରି ଲକ୍ମନ୍ ନ ଜାନିକରି କରିରଇବା ପାପ୍ ପାଇ ବନି ନେଇକରି ଜଦି ନ ପୁର୍ଲେ ସେ ଜାଇନାପାର୍ତେ ରଇଲା ।