ଏବ୍ରି 5:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଜିସୁ ଏ ଜଗତେ ରଇଲାବେଲେ, ସେ ଆକ୍ମାରି କାନ୍ଦିକରି ଆରି ଆଁସୁ ଜରାଇକରି କାନ୍ଦି ପର୍ମେସର୍କେ ପାର୍ତନା କରିଲାଗିରଇଲା । ମରନେଅନି ତାକେ ରକିଆ କର୍ବାକେ ପର୍ମେସର୍କେ ବପୁଆଚେ ବଲି ସେ ଜାନିକରି ଏନ୍ତାରି କଲା । ସେ ନିଜେ ଦୟାଦରମ୍ ଦେକାଇଲାକେ ଆରି ପର୍ମେସରର୍ କାତା ମାନ୍ଲାକେ, ପର୍ମେସର୍ ତାର୍ ପାର୍ତନା ସୁନ୍ଲା । အခန်းကိုကြည့်ပါ။ |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ନଅର୍ ବିସଇ ବାବିଦେକା । ତାର୍ ବିସ୍ବାସର୍ ଲାଗି ପଚ୍କେ ଅଇବା ବିସଇ ପର୍ମେସର୍ ତାକେ ଜାଗ୍ରତ୍ କରାଇଲାକେ, ସେ କାତା, ସେ ଏଲାକରେ ନାଇ । ତାର୍ ଆଗ୍ତୁ ସେ ସେନ୍ତାରିଟା କାଇଟା ନ ଦେକିରଇଲେ ମିସା, ସେ ବିସ୍ବାସ୍ କଲା । ତାର୍ପଚେ ସେ ଆରି ତାର୍ କୁଟୁମ୍ ରକିଆ ପାଇବାକେ ଗଟେକ୍ ବଡ୍ ଡଙ୍ଗା ତିଆର୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ଲକ୍ ବଲି ଏଜ୍ଲା, ମାତର୍ ବିନ୍ଲକ୍ମନ୍କେ ଦସି କଲା ।