ଏବ୍ରି 6:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ତେବର୍ପାଇ କିରିସ୍ଟର୍ ମୁଲେଅନି ସିକିରଇବା ବିସଇ ତର୍କେ ତର୍ ନ ସିକିକରି ତାର୍ ଟିକିନିକି ବିସଇ ସିକୁ । ଜେନ୍ତିକି ଆମର୍ ବିସ୍ବାସ୍ ମିସା ଡାଁଟ୍ ଅଇସି । ଚୁଚାଇ କାମ୍ମନ୍ ଚାଡିକରି ପର୍ମେସର୍ଟାନେ ବାଉଡ୍ବା ଜନ୍ଟା କି ଆମର୍ ବିସ୍ବାସର୍ ମୁଲ୍ ପାକ୍ନା ରଇଲା, ତେଇ ଆରିତରେକ୍ ସେଟାସେ କର୍ବାର୍ ନାଇ । အခန်းကိုကြည့်ပါ။ |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ଲେବିର୍ ନାତିତିତି ପୁଜାରି ଇସାବେ ବାଚ୍ଲାର୍ପାଇ ପର୍ମେସର୍ ତାର୍ ନିୟମ୍ ଜିଉଦିମନ୍କେ ଦେଇରଇଲା । ମାତର୍ ଲେବି ବଁସର୍ ପୁଜାରିମନ୍ ଜଦି ସିଦ୍ଲକ୍ ଅଇରଇତାଇ ଆଲେ, ଆରି ଗଟେକ୍ ପୁଜାରି ଆଇବାକେ ଦର୍କାର୍ ନ ରଇଲା । ସେନ୍ତାର୍ ଏ ପୁଜାରି ଆରଣ୍ ଜେ କି ଲେବିର୍ ନାତିତିତି ରଇଲା, ତାର୍ ପୁଜାରିପଦ୍ ନ ଦାରି ମଲ୍କିସେଦକର ପୁଜାରି ପଦ୍ ଦାରି ଆଇସି ।
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।