ଏବ୍ରି 6:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 କାଇକେବଇଲେ, ପର୍ମେସର୍ ଅନିଆଇ ନ କରେ । ତମେ କରିରଇବା ନିକ କାମ୍ ସେ ନ ପାସ୍ରେ । ତାର୍ପାଇ ରଇବା ତମର୍ ଆଲାଦ୍ ମିସା । ସେ ଆଲାଦ୍ ତମର୍ ବିସ୍ବାସି ବାଇବଇନିକେ ସାଇଜ କଲାର୍ ପାଇ ତମେ ଦେକାଇ ଆଚାସ୍ । အခန်းကိုကြည့်ပါ။ |
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।