ଏବ୍ରି 6:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ମୁଇ ଜନ୍ଟା ମନ୍ କଲିନି, ସେଟା ଅଇଲାନି ସାରାସାରି ଜାକ ପର୍ମେସର୍ ଜନ୍ କାତା ଦେଇଆଚେ, ସେଟା ପୁରାପୁରୁନ୍ ଅଇବାଜାକ ତମର୍ ଆସା ନ ଚାଡା । အခန်းကိုကြည့်ပါ။ |
ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।