ଏବ୍ରି 6:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଏଟା ସବୁ ଅଇଲା ପଚେ ସେମନ୍ ତାକର୍ ବିସ୍ବାସ୍ ଆରାଇ ଆଚତ୍ । ସେଟାର୍ପାଇ ସେମନ୍କେ ଆରିତରେକ୍ ମନ୍ ବାଉଡାଇବାକେ ସଅଜ୍ ନାଇ । କାଇକେବଇଲେ ସେମନ୍ ପର୍ମେସରର୍ ପଅକେ ଆରିତରେକ୍ କୁର୍ସେ ମରାଇକରି ଗୁଲାଇ ଲକର୍ ମୁଆଟେ ଇଜତ୍ ଜିକ୍ଲାଇନି । အခန်းကိုကြည့်ပါ။ |
ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକର୍ ଦସା ସେନ୍ତାରି ରଇଲେ, ପର୍ମେସରର୍ ପଅକେ ଇନ୍ କର୍ବା ଗଟେକ୍ ଲକର୍ ଦସା କେତେକ୍ ଅଦିକ୍ ନ ରଏ । ଜଦି ତାର୍ ରାଜିନାମାର୍ ବନିକେ କାଇ ମୁଲିଅ ନାଇ ବଲି ଏଲାକରିଦେଲେ, ଏ ବନିର୍ ଲାଗି ସେ ପାପେଅନି ସେ ସୁକଲ୍ ଅଇରଇଲା । ସେନ୍ତାରି କର୍ବା ଲକ୍ ପର୍ମେସରର୍ ଆତ୍ମା ଜେ କି ଜିବନ୍ ଦୁକାଇ ଦୟା ଦେକାଇସି, ତାକେ ମିସା ମନ୍ଦୁକ୍ କରାଇଲାନି । ତାର୍ ଡଣ୍ଡ୍ କେତେକ୍ ଅଦିକ୍ ନ ଅଏ ।
ଜଦି ତମର୍ ସଙ୍ଗର୍ ବିସ୍ବାସି ବାଇ ପାପ୍କଲାନି ବଲି ଜାନ୍ଲେ, ଆରି ସେ ପାପ୍, ଲକ୍କେ ପର୍ମେସରର୍ ଟାନେଅନି ସବୁଦିନର୍ପାଇ ବେଗଲ୍ବା ପାରା ପାପ୍ ନଇଲେ, ସେ ଲକ୍କେ ରକିଆ କର ବଲି ତାକେ ଗୁଆରି କର୍ବାର୍ ଆଚେ । ଆରି ପର୍ମେସର୍ ସେ ଲକ୍କେ କେମାକରି ରକିଆ କର୍ସି । ଏଟା ଜେନ୍ତାରି ପାପ୍ ଜନ୍ଟା ମରନର୍ ବାଟେ ଲକ୍ମନ୍କେ ନ ଡାକିନେଏ, ସେନ୍ତାରି ପାପର୍ ପାଇ । ମାତର୍ ପର୍ମେସରର୍ ଟାନେଅନି ସବୁଦିନର୍ପାଇ ବେଗଲ୍ବା ପାରା ପାପର୍ ପାଇ, ତମେ ତାକେ ଗୁଆରି କରା ବଲି ମୁଇ କଇ ନାଇ ।