7 ବର୍ସା ପାନି ଜମିଟାନେ ମାର୍ଲେ ସେ ପାନି ଜମି ଜିକିନେଇସି । ସେନ୍ତାରି ଜମିକେ ପର୍ମେସର୍ ଆସିର୍ବାଦ୍ କର୍ସି । ସେନ୍ତାରି ଜମିଟାନେ ଲକ୍ମନ୍କେ ଦର୍କାର୍ ଅଇବା ଚାସ୍ କରିଅଇସି ।
ଜେ ମାଙ୍ଗ୍ସି, ତାକେ ଦିଆଅଇସି, ଜେ କଜ୍ସି, ସେ ମିଲାଇସି, ଜେ କାପାଟେ ମାର୍ସି ତାର୍ପାଇ କାପାଟ୍ ଉଗାଡି ଦିଆଅଇସି ।
ଗଟେକ୍ ଚାସିର୍ ବିସଇ ବାବିଦେକ୍, ଜନ୍ ଚାସି କସ୍ଟ କରିରଇସି, ସେ ପର୍ତୁମ୍ ପଲ୍ ପାଇବା ଦର୍କାର୍ ।
ଏ ମର୍ ବାଇବଇନିମନ୍, ମାପ୍ରୁ ଆରିତରେକ୍ ଆଇବାଜାକ ମୁର୍ଚିକରି ରୁଆ । ଚାସିମନର୍ ବିସଇ ଚିନ୍ତାକରିଦେକା, ତାକର୍ ଜମିଅନି ନିକ ପସଲ୍ ମିଲ୍ବା ଜାକ ସେମନ୍ ଜାଗିକରି ରଇବାଇ । ଜେନ୍ତିକି ମାଟିବିଜାଇବାକେ ପର୍ତୁମର୍ ବରିସା ଆରି ନିଙ୍ଗ୍ବାପାଚ୍ବା ବେଲର୍ ସାରାସାରି ବର୍ସାକେ ମୁର୍ଚିକରି ଜାଗି ରଇବାଇ ।