ଏବ୍ରି 7:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଏ ମଲ୍କିସେଦକ୍ ସାଲେମ୍ ରାଇଜର୍ ରାଜା ରଇଲା । ସେ ସବୁର୍ଟାନେଅନି ଉପ୍ରେ ରଇବା ପର୍ମେସରର୍ ପୁଜାରି ରଇଲା । ଚାର୍ଟା ରାଜାମନ୍କେ ଜୁଇଦେ ଆରାଇକରି ବାଉଡ୍ଲାବେଲେ ମଲ୍କିସେଦକ୍ ଅବ୍ରାଆମ୍କେ ବେଟ୍ ଅଇବାର୍ ଗାଲା ଆରି ତାକେ ଆସିର୍ବାଦ୍ କଲା । ସେଡ୍କିବେଲେ ଜୁଇଦେ ଜିତିକରି ତେଇର୍ ଜେତ୍କି କାଇକାଇଟା ନେଇକରି, ନିଜର୍ଟା କରିରଇଲା, ତେଇଅନି ଦସ୍ବାଗେ ଅନି ଗଟେକ୍ବାଗ୍ ଅବ୍ରାଆମ୍ ତାକେ ଦେଲା । အခန်းကိုကြည့်ပါ။ |