ଏବ୍ରି 7:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ଆରି ସେ ମୁନୁସ୍ମନର୍ ନିୟମ୍ ଆରି ରିତିନିତି ଇସାବେ ପୁଜାରି କରେନାଇ, ମାତର୍ କେବେ ନ ସାର୍ବା ଗଟେକ୍ ବପୁର୍ ଜିବନ୍ ଲାଗି କଲାଆଚେ । ମଲ୍କିସେଦକର୍ ପାରା ଗଟେକ୍ ବିନ୍ ପୁଜାରି ବାରଇଲା । အခန်းကိုကြည့်ပါ။ |
ମସାର୍ ନିୟମ୍ ଅବ୍କା ଗଟେକ୍ ବାନା ପାରା ରଇଲା । ଜନ୍ ନିକ ଆସିର୍ବାଦ୍ କିରିସ୍ଟ ଆମ୍କେ ଦେଇସି, ସେ ଆସିର୍ବାଦର୍ ଗୁନ୍ଚଲନ୍ ତେଇ ଡିସ୍ତେରଇଲା । ମାତର୍ ସେଟା ଆସିର୍ବାଦର୍ ସମାନ୍ ନଏଁ । ତେବର୍ପାଇ ନିୟମ୍ ମାଙ୍ଗ୍ଲା ଇସାବେ, ସେମନ୍ ସବୁ ବର୍ସେ ବଲି ସର୍ପାଇ ଅଇତେରଇଲାଇ । ମାତର୍ ସେ ସବୁ ବଲି ସରପ୍ବାଟା ପର୍ମେସର୍ଟାନେ ଆଇବା ଲକ୍ମନ୍କେ ସିଦ୍ କରିନାପାର୍ଲା ।
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।