ଏବ୍ରି 7:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 କାଇକେବଇଲେ ମସାର୍ ନିୟମ୍ କାଇଟା ମିସା ପୁରାପୁରୁନ୍ ସିଦ୍କରି ନାପାର୍ଲା । ମାତର୍ ଏବେ ଆମ୍କେ ଗଟେକ୍ ବପୁର୍ ଆସା ମିଲ୍ଲା ଆଚେ । ଜାର୍ଲାଗି ଆମେ ପରମେସରର୍ ଲଗେ ଅଇବାକେ ଆସିପାର୍ଲୁନି । အခန်းကိုကြည့်ပါ။ |
ଅଇଲେ ମିସା ଆମେ ଜାନୁ, ମସାର୍ ନିୟମର୍ ଦାବି ପୁରାପୁରୁନ୍ କଲେ ନଏଁ, ମାତର୍ ଉଜେ ଜିସୁ କିରିସ୍ଟର୍ତେଇ ବିସ୍ବାସ୍ କଲେ, ଗଟେକ୍ ଲକ୍ ପରମେସରର୍ ମୁଆଟେ ଦସ୍ ନ ରଇବା ଲକ୍ ବଲାଇଅଇସି । ତାର୍ ମୁଆଟେ ଦରମ୍ ଲକ୍ ବଲାଇଅଇବାକେ, ଆମେ ଜିଉଦିମନ୍ ମିସା ଜିସୁକିରିସ୍ଟକେ ବିସ୍ବାସ୍ କଲୁନି । କାଇକେବଇଲେ ପର୍ମେସରର୍ ମୁଆଟେ କେମିସା ନିୟମ୍ ମାନ୍ବା ଲକ୍ ଦରମ୍ ବଲି ଏଜାଇ ନ ଅଅତ୍ ।
ମସାର୍ ନିୟମ୍ ଅବ୍କା ଗଟେକ୍ ବାନା ପାରା ରଇଲା । ଜନ୍ ନିକ ଆସିର୍ବାଦ୍ କିରିସ୍ଟ ଆମ୍କେ ଦେଇସି, ସେ ଆସିର୍ବାଦର୍ ଗୁନ୍ଚଲନ୍ ତେଇ ଡିସ୍ତେରଇଲା । ମାତର୍ ସେଟା ଆସିର୍ବାଦର୍ ସମାନ୍ ନଏଁ । ତେବର୍ପାଇ ନିୟମ୍ ମାଙ୍ଗ୍ଲା ଇସାବେ, ସେମନ୍ ସବୁ ବର୍ସେ ବଲି ସର୍ପାଇ ଅଇତେରଇଲାଇ । ମାତର୍ ସେ ସବୁ ବଲି ସରପ୍ବାଟା ପର୍ମେସର୍ଟାନେ ଆଇବା ଲକ୍ମନ୍କେ ସିଦ୍ କରିନାପାର୍ଲା ।
ଲେବିର୍ ନାତିତିତି ପୁଜାରି ଇସାବେ ବାଚ୍ଲାର୍ପାଇ ପର୍ମେସର୍ ତାର୍ ନିୟମ୍ ଜିଉଦିମନ୍କେ ଦେଇରଇଲା । ମାତର୍ ଲେବି ବଁସର୍ ପୁଜାରିମନ୍ ଜଦି ସିଦ୍ଲକ୍ ଅଇରଇତାଇ ଆଲେ, ଆରି ଗଟେକ୍ ପୁଜାରି ଆଇବାକେ ଦର୍କାର୍ ନ ରଇଲା । ସେନ୍ତାର୍ ଏ ପୁଜାରି ଆରଣ୍ ଜେ କି ଲେବିର୍ ନାତିତିତି ରଇଲା, ତାର୍ ପୁଜାରିପଦ୍ ନ ଦାରି ମଲ୍କିସେଦକର ପୁଜାରି ପଦ୍ ଦାରି ଆଇସି ।