20 ଆରି ଆମର୍ ପାଇ ପରମେସରର୍ କାତାଦେଇ ରଇବାଟା ମିସା ଆଚେ । ବିନ୍ ଲକର୍ ନାତିତିତିମନ୍ ପୁଜାରି ପଦେ ରଇଲାବେଲେ ସେ ଏନ୍ତି କାଇମିସା ସପତ୍ କରି ନ ରଇଲା ।
ଆରି ଗଟେକ୍ ଜାଗାଇ ମିସା ସେ କଇଲା, “ତୁଇ ପୁଜାରି ପଦ୍ ପାଇକରି ମଲ୍କିସେଦକର୍ କୁଟୁମ୍ ପାରା କାଲ୍ କାଲ୍ ଜୁଗ୍ ଜୁଗ୍ ପୁଜାରି ଅଇ ରଇସୁ ।”
କାଇକେବଇଲେ ମସାର୍ ନିୟମ୍ କାଇଟା ମିସା ପୁରାପୁରୁନ୍ ସିଦ୍କରି ନାପାର୍ଲା । ମାତର୍ ଏବେ ଆମ୍କେ ଗଟେକ୍ ବପୁର୍ ଆସା ମିଲ୍ଲା ଆଚେ । ଜାର୍ଲାଗି ଆମେ ପରମେସରର୍ ଲଗେ ଅଇବାକେ ଆସିପାର୍ଲୁନି ।
ମାତର୍ କିରିସ୍ଟ ପୁଜାରି ଅଇବାବେଲେ ପରମେସର୍ ତାକେ ସପତ୍ କରି କଇରଇଲା, “ମାପ୍ରୁ ଗଟେକ୍ ସପତ୍ କଲା ଆଚେ ତୁଇ ସବୁଦିନର୍ପାଇ ପୁଜାରି ଅଇରଇସୁ । କଇଲା ଏ କାତା କେବେ ନ ବାଦ୍ଲାଏ । ତମେ କାଲ୍କାଲ୍ ଜୁଗ୍ ଜୁଗର୍ ପାଇ ପୁଜାରି ଅଇସା ।”