ଏବ୍ରି 7:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ମାତର୍ କିରିସ୍ଟ ପୁଜାରି ଅଇବାବେଲେ ପରମେସର୍ ତାକେ ସପତ୍ କରି କଇରଇଲା, “ମାପ୍ରୁ ଗଟେକ୍ ସପତ୍ କଲା ଆଚେ ତୁଇ ସବୁଦିନର୍ପାଇ ପୁଜାରି ଅଇରଇସୁ । କଇଲା ଏ କାତା କେବେ ନ ବାଦ୍ଲାଏ । ତମେ କାଲ୍କାଲ୍ ଜୁଗ୍ ଜୁଗର୍ ପାଇ ପୁଜାରି ଅଇସା ।” အခန်းကိုကြည့်ပါ။ |