22 କାଇକେବଇଲେ ପର୍ମେସର୍ ଜନ୍ ସପତ୍ ତାକେ ଦେଇରଇଲା, ତାର୍ ନୁଆ ରାଜିନାମା ପୁରାପୁରୁନ୍ ଅଇସିଆକା ବଲି ଜିସୁ ଡାଁଟ୍ ସଙ୍ଗ୍ କଇଲାନି ।
ଏଟା ମର୍ ବନି । ମୁନୁସ୍ମନର୍ ପାପ୍କେମାର୍ ଲାଗି ମୁଇ ମର୍ ଜନ୍ ବନି ଡାଲି ଦେବି ବଲି ଗାଲିନି, ସେଟା ପର୍ମେସର୍ ନୁଆ ନିୟମ୍ ଟିକ୍ କର୍ସି ।
ଆରି ସେ ତାର୍ ସିସ୍ମନ୍କେ କଇଲା, ଏଟା ଅଇଲାନି ବେସି ଲକର୍ପାଇ ଜରାଇଲା ମର୍ ବନି । ଏ ବନି ସଙ୍ଗ୍ ପର୍ମେସର୍ ଲକ୍ମନର୍ ସଙ୍ଗ୍ ରାଜିନାମା କଲାନି ।
ସେନ୍ତାରିସେ କାଇଲା ପଚେ ସେ ମୁତାଇ ଅଙ୍ଗୁର୍ ରସ୍ ଦାରି କଇଲା, “ଏ ମୁତା ମର୍ ବନିତେଇ, ପର୍ମେସର୍ ଲକ୍ମନର୍ ସଙ୍ଗ୍ କଲା ନୁଆ ରାଜିନାମା । ଏଟା ତମର୍ପାଇ ଜର୍ଲା ମର୍ ବନି ।”
ସେନ୍ତାରିସେ କାଇଲା ପଚେ, ସେ ମୁତା ଦାରିକରି କଇଲା “ଏ ମୁତା ପର୍ମେସରର୍ ନୁଆ ରାଜିନାମା, ଜନ୍ଟା କି ମର୍ ନିଜର୍ ବନି ଦେଲାକେ, ଟିକ୍ ଅଇଲା ।”
ଆରି ନୁଆ ରାଜିନାମା ତିଆର୍ କରିରଇବା ଜିସୁକିରିସ୍ଟର୍ ଲଗେ ଆଇଲୁଆଚୁ । ସେ ତାର୍ ବନି ଜରାଇରଇଲା । ସେଟା ଏବଲର୍ ବନିତେଇଅନି ନିକ ଆଚେ ।
ଆମର୍ ମାପ୍ରୁ ଜିସୁକେ ପର୍ମେସର୍ ମଲାତେଇଅନି ଉଟାଇଲା । ସେ ଗଟେକ୍ ଗଉଡ୍ପାରା ଆମ୍କେ ଜାଗିରଇସି । ଆମେ ପର୍ମେସର୍ ସଙ୍ଗ୍ ସବୁଦିନର୍ପାଇ ଗଟେକ୍ ଅଇବାଟାକେ ତାର୍ ବନି ଜରାଇଲା ।
ଜିସୁର୍ ପୁଜାରି ପଦ୍ ଆରି ଲେବି ବଁସର୍ କେତେକ୍ କେତେକ୍ ପୁଜାରି ପଦ୍ ଦାରିରଇବା ବେସି ପୁଜାରିମନର୍ ବିତ୍ରେ ଏନ୍ତାରି ବିନ୍ ରଇଲା । ସେମନ୍ ସବୁ ତାକର୍ ପୁଜାରିପଦ୍ କରିଲାଗି ରଅତ୍ ନାଇ । କାଇକେବଇଲେ ସେମନ୍ ସବୁଲକ୍ ମରିଗାଲାଇ ।
ଏବେ ଗଟେକ୍ ନୁଆ ରାଜିନାମା ଆଚେ ବଲି ପର୍ମେସର୍ କଇଲାକେ ପୁର୍ନା ରାଜିନାମାକେ କାଇ ମୁଲିଅ ନାଇ ବଲି ଆମେ ଜାନୁ । ଜନ୍ଟା ପୁର୍ନା ଅଇଗାଲା ଆରି କାଇଟା ପାଇ ମିସା ଲଡାକେ ନ ଆଇଲେ, ସେଟା ବାଇରେ ପିଙ୍ଗିଦେବାଇ ।