ଏବ୍ରି 7:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ସେଟାର୍ ପାଇ ଜନ୍ ଲକ୍ମନ୍ ତାକେ ବିସ୍ବାସ୍ କରି ଲଗେ ଆଇବାଇ, ସେମନ୍କେ ସବୁବେଲର୍ପାଇ ରକିଆ କରିପାର୍ସି । କାଇକେ ବଇଲେ ସେମନର୍ ପାଇ ପରମେସରର୍ ମୁଆଟେ ଗୁଆରି କର୍ବାକେ ସେ ଜୁଗ୍ ଜୁଗର୍ ପାଇ ଜିବନ୍ ଅଇକରି ଆଚେ । အခန်းကိုကြည့်ပါ။ |