ଏବ୍ରି 7:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 ତେବର୍ପାଇ ଜିସୁ ଅଇଲାନି ଆମର୍ ବଡ୍ ପୁଜାରି । ସେ ଆମର୍ପାଇ ସମାନ୍ ଆଚେ । କାଇକେବଇଲେ ସେ ସୁକଲ୍, ତାର୍ଟାନେ କାଇ ବୁଲ୍, କି ପାପ୍ ନାଇ । ଆମର୍ ପାପିମନର୍ଟାନେଅନି ସେ ପୁରାପୁରୁନ୍ ବିନ୍ଆଚେ । ଆରି ପର୍ମେସର୍ ତାକେ ସରଗ୍ ଜେତ୍କି ଜାଇ ଉଟାଇଆଚେ । အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।
ଲେବିର୍ ନାତିତିତି ପୁଜାରି ଇସାବେ ବାଚ୍ଲାର୍ପାଇ ପର୍ମେସର୍ ତାର୍ ନିୟମ୍ ଜିଉଦିମନ୍କେ ଦେଇରଇଲା । ମାତର୍ ଲେବି ବଁସର୍ ପୁଜାରିମନ୍ ଜଦି ସିଦ୍ଲକ୍ ଅଇରଇତାଇ ଆଲେ, ଆରି ଗଟେକ୍ ପୁଜାରି ଆଇବାକେ ଦର୍କାର୍ ନ ରଇଲା । ସେନ୍ତାର୍ ଏ ପୁଜାରି ଆରଣ୍ ଜେ କି ଲେବିର୍ ନାତିତିତି ରଇଲା, ତାର୍ ପୁଜାରିପଦ୍ ନ ଦାରି ମଲ୍କିସେଦକର ପୁଜାରି ପଦ୍ ଦାରି ଆଇସି ।
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।