ଏବ୍ରି 7:27 - ସତିଅର୍ ବାଟ୍ ନୁଆ ନିୟମ୍ 202027 ବିନ୍ ବଡ୍ ପୁଜାରି ମନ୍ ସବୁଦିନ୍ ପର୍ମେସରର୍ଟାନେ ଦିନ୍କେ ବଲି ଦେବାର୍ ଆଚେ । ତାର୍ପଚେ ସେମନ୍ ଲକ୍ମନର୍ ପାପର୍ପାଇ ମିସା ବଲି ଦେବାର୍ ଆଚେ । ମାତର୍ ଜିସୁ ଏନ୍ତାରି ନାଇ । ସେ ସବୁଲକର୍ ପାଇ ମିସ୍ତେ ଗଟେକ୍ତର୍ସେ ବଲି ଅଇଲା ଆଚେ । ତାର୍ ସେ ମରନ୍ ସବୁଦିନର୍ପାଇ ଅଇସି । အခန်းကိုကြည့်ပါ။ |
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।