12 ମୁଇ ସେମନର୍ ସବୁ ପାପ୍ କେମା କର୍ବି ଆରି ସେମନ୍ କାଇ ଅନିଆଇ କଲାଟା ମିସା ମନେ ନ ଏତାଇ ।
ସେମନର୍ ପାପ୍ ରଇବା ଚଲାଚଲ୍ତି ମୁଇ ଦାରିଜିବାବେଲେ, ସେମନର୍ ସଙ୍ଗ୍ ଏ ରାଜିନାମା କର୍ବି ।
କିରିସ୍ଟ ବନି ଜରାଇ ମଲାର୍ପାଇ ଆମେ ମୁକ୍ତି ପାଇଆଚୁ ଆରି ଆମର୍ ସବୁଜାକ ପାପ୍ କେମା ଅଇଲା ଆଚେ । ପର୍ମେସର୍ ଜିବନ୍ ଦୁକାଇଲାଟା କେଡେ ବଡ୍ ବିସଇ !
ତାର୍ ପଅର୍ଲାଗି ସେ ଆମ୍କେ ମୁକ୍ଲାଇକରି ଆମର୍ ସବୁ ପାପ୍ କେମା କରିଦେଲାଆଚେ ।
ଆରି ଜିସୁକିରିସ୍ଟ ଟାନେଅନି । ସେ ଆକା ପର୍ମେସରର୍ ବିସଇର୍ ସତ୍ ସାକି ଦେଇପାର୍ସି । ମଲା ଲକ୍ମନର୍ଟାନେଅନି ତାକେସେ ପର୍ତୁମ୍ ଉଟାଇରଇଲା । ଏ ଜଗତର୍ ସାସନ୍କାରିଆମନର୍ ଉପ୍ରେ ରଇବା ସାସନ୍କାରିଆ । ସେ ଆମ୍କେ ଆଲାଦ୍ କଲାନି । ଆମର୍ପାଇ ଗଟେକ୍ ବଲି ଇସାବେ ମଲାକେ ଆମର୍ ପାପେଅନି ସେ ଆମ୍କେ ମୁକ୍ଲାଇଆଚେ ।