13 ଏବେ ଗଟେକ୍ ନୁଆ ରାଜିନାମା ଆଚେ ବଲି ପର୍ମେସର୍ କଇଲାକେ ପୁର୍ନା ରାଜିନାମାକେ କାଇ ମୁଲିଅ ନାଇ ବଲି ଆମେ ଜାନୁ । ଜନ୍ଟା ପୁର୍ନା ଅଇଗାଲା ଆରି କାଇଟା ପାଇ ମିସା ଲଡାକେ ନ ଆଇଲେ, ସେଟା ବାଇରେ ପିଙ୍ଗିଦେବାଇ ।
ସରଗ୍ ଆରି ମଚ୍ପୁର୍ କୁରୁପ୍ନାସ୍ ଅଇଜାଇସି, ମାତର୍ ମର୍ ସବୁ ବାକିଅ କେବେ ମିଚ୍ ନ ଅଏ ।
ସେନ୍ତାରିସେ କାଇଲା ପଚେ ସେ ମୁତାଇ ଅଙ୍ଗୁର୍ ରସ୍ ଦାରି କଇଲା, “ଏ ମୁତା ମର୍ ବନିତେଇ, ପର୍ମେସର୍ ଲକ୍ମନର୍ ସଙ୍ଗ୍ କଲା ନୁଆ ରାଜିନାମା । ଏଟା ତମର୍ପାଇ ଜର୍ଲା ମର୍ ବନି ।”
ଆଲାଦ୍ କରାକରି ଅଇବାଟାର୍ ସେସ୍ ନାଇ । ପର୍ମେସରର୍ ବାକିଅ କଇବା ବପୁ, ଆରି ନାଜାନ୍ବା ବାସା କଇବା ବପୁ, ସବୁ ସାରିଜାଇସି । ସେନ୍ତାରିସେ ଆମ୍କେ ଗିଆନ୍ ରଇଲେ ମିସା ସେଟା ଆଜିଜାଇସି ।
ସେ ତା ଆମ୍କେ ବପୁ ଦେଲାଆଚେ, ଜେନ୍ତିକି ଆମେ ତାର୍ ନୁଆ ରାଜିନାମା କଲାଟା ସବୁକେ ଜାନାଇ ପାର୍ବୁ । ସେଟା ଲେକ୍ଲା ନିୟମ୍ ନଏଁ, ମାତର୍ ତାର୍ ଆତ୍ମାଇ ଅନି ଅଇଲାଟା । ଲେକ୍ଲା ନିୟମ୍ ମରନ୍ ଆନ୍ସି, ମାତର୍ ପର୍ମେସରର୍ ଆତ୍ମା ନ ସାର୍ବା ଜିବନ୍ ଦେଇସି ।
ଜେ ଜଦି କିରିସ୍ଟ ସଙ୍ଗ୍ ମିସ୍ଲେ ସେ ଗଟେକ୍ ନୁଆ ଲକ୍ ଅଇସି । ପୁର୍ନା ଚଲାଚଲ୍ତି ଆରି ନାଇନି, ସବୁଜାକ ନୁଆ ଅଇଗାଲା ଆଚେ ।
ସେଟା ସବୁ ମାୟା ଅଇଜାଇସି, ମାତର୍ ତୁଇ ସବୁଦିନର୍ପାଇ ରଇସୁ । ସେଟା ସବୁ ପୁର୍ନା ଲୁଗା ପାରା ଚିରି ଅଇଜାଇସି ।
ଆରି ନୁଆ ରାଜିନାମା ତିଆର୍ କରିରଇବା ଜିସୁକିରିସ୍ଟର୍ ଲଗେ ଆଇଲୁଆଚୁ । ସେ ତାର୍ ବନି ଜରାଇରଇଲା । ସେଟା ଏବଲର୍ ବନିତେଇଅନି ନିକ ଆଚେ ।
କାଇକେବଇଲେ ପର୍ମେସର୍ ଜନ୍ ସପତ୍ ତାକେ ଦେଇରଇଲା, ତାର୍ ନୁଆ ରାଜିନାମା ପୁରାପୁରୁନ୍ ଅଇସିଆକା ବଲି ଜିସୁ ଡାଁଟ୍ ସଙ୍ଗ୍ କଇଲାନି ।
ଏ ଜଗତର୍ ପୁଜାରିମନର୍ କାମ୍ତେଇଅନି ଜନ୍ କାମ୍ ପର୍ମେସର୍ ଜିସୁକେ ସର୍ପିଦେଲା, ସେ କାମ୍ ଅଦିକ୍ ଗୁର୍ତୁ ରଇବାଟା । ସେନ୍ତାରିସେ ଜନ୍ ନୁଆ ରାଜିନାମାସଙ୍ଗ୍ ସେ ପର୍ମେସର୍ ଆରି ମନୁସ୍ଜାତିକେ ଆରିତରେକ୍ ମିସାଇଲା, ସେଟା ପୁର୍ନା ରାଜିନାମାତେଇ ଅନି ନିକ । କାଇକେବଇଲେ, ନୁଆ ରାଜିନାମାତେଇ ରଇବା ପର୍ମେସରର୍ ସପତ୍ ସବୁ ବେସି ନିକ ଆଚେ ।
ମାତର୍ ସେ ରାଜିନାମା ମାନିକରି ରଇଲା ଲକ୍ମନର୍ ଚଲାଚଲ୍ତି ସଙ୍ଗ୍ ପର୍ମେସର୍ ସାର୍ଦା ନ ରଇଲା । କାଇକେବଇଲେ ସାସ୍ତରର୍ ମାପ୍ରୁର୍ ବାକିଅଟାନେ ଲେକା ଅଇଲାଆଚେ, “ଆଗ୍କେ ଗଟେକ୍ ବେଲା ଆଇଲାନି ଜେଡେବେଲ୍ କି ଇସ୍ରାଏଲର୍ ଲକ୍ମନ୍କେ ଆରି ଜିଉଦାର୍ ଲକ୍ମନ୍କେ ମର୍ ନିଜର୍ କର୍ବାକେ ମୁଇ ଗଟେକ୍ ନୁଆ ରାଜିନାମା ଟିକ୍ କର୍ବି ।”
ଏଟାର୍ପାଇ କିରିସ୍ଟସେ ନୁଆ ନିୟମ୍ ସାଦନ୍ କଲାଆଚେ । ଜେନ୍ତାରି କି, ଜେତ୍କି ଲକ୍ମନ୍କେ ପରମେସର୍ ଡାକିଆଚେ, ସେମନ୍ ପରମେସର୍ ସପତ୍ କରି କଇରଇବା ନ ସାର୍ବା ଆସିର୍ବାଦ୍ ପାଇବାଇ । କିରିସ୍ଟ ମଲାର୍ପାଇ ଆଗର୍ ରାଜିନାମାତେଇ କରିରଇବା ସବୁ ପାପେଅନି ସେମନ୍ ମୁକଲ୍ଲାଇ ।