ଏବ୍ରି 8:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ସବୁ ବଡ୍ପୁଜାରିମନ୍ ଲକ୍ମନ୍ ଦେଇରଇବା ପସୁମନ୍ ଆରି ବିନ୍ ରକାମର୍ ବଲି ପର୍ମେସର୍କେ ସର୍ପି ଦେବାକେ ବାଚ୍ଲାଇ ଆଚତ୍ । ତେବର୍ପାଇ ଆମର୍ ବଡ୍ ପୁଜାରି ମିସା କାଇଟା ମିସା ପର୍ମେସର୍କେ ସର୍ପାଇବାର୍ ଆଚେ । အခန်းကိုကြည့်ပါ။ |
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।