ଏବ୍ରି 8:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ମାତର୍ ଏ ଜଗତେ ସେବା କରେନାଇ । ସେ ଜଦି ଏ ଜଗତେ ରଇତା, ତେବେ ସେ ଗଟେକ୍ ପୁଜାରି ନ ଅଇତା । କାଇକେ ବଇଲେ ଜିଉଦିମନର୍ ନିୟମ୍ ଇସାବେ ଦାନ୍ ସର୍ପିଦେବାକେ ପୁଜାରିମନ୍ ରଇଲାଇ । အခန်းကိုကြည့်ပါ။ |
ଏବଲର୍ ବିସଇ ବାବି ଦେକୁ । ତାର୍ ବିସ୍ବାସର୍ ଲାଗି ସେ ଜନ୍ଟା ପର୍ମେସର୍କେ ସର୍ପି ଦେଇରଇଲା, ତାର୍ ବାଇ କଇନ୍ ଦେଲାଟାନେଅନି ନିକରଇଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ବଲି ଏଜାଇଲା । ସେ ସର୍ପିଦେଲାଟା ପର୍ମେସର୍ ମାନ୍ଲାକେ ଆମେ ଏଟା ଜାନ୍ଲୁନି । ତେବର୍ପାଇ ଏବଲ୍ ମରିଗାଲେମିସା ତାର୍ ବିସ୍ବାସର୍ ଲାଗି, ସେ ଆମ୍କେ କାଇକାଇଟା କଇଲାନି ।