ଏବ୍ରି 8:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଏ ଜଗତର୍ ପୁଜାରିମନର୍ କାମ୍ତେଇଅନି ଜନ୍ କାମ୍ ପର୍ମେସର୍ ଜିସୁକେ ସର୍ପିଦେଲା, ସେ କାମ୍ ଅଦିକ୍ ଗୁର୍ତୁ ରଇବାଟା । ସେନ୍ତାରିସେ ଜନ୍ ନୁଆ ରାଜିନାମାସଙ୍ଗ୍ ସେ ପର୍ମେସର୍ ଆରି ମନୁସ୍ଜାତିକେ ଆରିତରେକ୍ ମିସାଇଲା, ସେଟା ପୁର୍ନା ରାଜିନାମାତେଇ ଅନି ନିକ । କାଇକେବଇଲେ, ନୁଆ ରାଜିନାମାତେଇ ରଇବା ପର୍ମେସରର୍ ସପତ୍ ସବୁ ବେସି ନିକ ଆଚେ । အခန်းကိုကြည့်ပါ။ |
ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।