ଏବ୍ରି 8:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ମାତର୍ ସେ ରାଜିନାମା ମାନିକରି ରଇଲା ଲକ୍ମନର୍ ଚଲାଚଲ୍ତି ସଙ୍ଗ୍ ପର୍ମେସର୍ ସାର୍ଦା ନ ରଇଲା । କାଇକେବଇଲେ ସାସ୍ତରର୍ ମାପ୍ରୁର୍ ବାକିଅଟାନେ ଲେକା ଅଇଲାଆଚେ, “ଆଗ୍କେ ଗଟେକ୍ ବେଲା ଆଇଲାନି ଜେଡେବେଲ୍ କି ଇସ୍ରାଏଲର୍ ଲକ୍ମନ୍କେ ଆରି ଜିଉଦାର୍ ଲକ୍ମନ୍କେ ମର୍ ନିଜର୍ କର୍ବାକେ ମୁଇ ଗଟେକ୍ ନୁଆ ରାଜିନାମା ଟିକ୍ କର୍ବି ।” အခန်းကိုကြည့်ပါ။ |