ଏବ୍ରି 8:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଏ ନୁଆ ରାଜିନାମା ଆଗର୍ ରାଜିନାମା ପାରା ନ ରଏ । ସେ ରାଜିନାମା ତାକର୍ ଆନିଦାଦିମନ୍କେ ମିସର୍ଦେସେଅନି ଡାକି ଆନ୍ଲାବେଲେ ମୁଇ କରିରଇଲି । ଆଗର୍ ରାଜିନାମାର୍ ମର୍ ଆଦେସ୍ ସବୁ ସେମନ୍ ମାନତ୍ନାଇ । ତେବର୍ପାଇ ମୁଇ ଆରି ସେମନର୍ବାଟେ ନ ଦେକି । အခန်းကိုကြည့်ပါ။ |
ଏ କାତା ଗଟେକ୍ ଜଟ୍କା ଇସାବେ ଆଚେ । କାଇକେବଇଲେ ଦୁଇଟା ମାଇଜି ଦୁଇଟା ରାଜିନାମା ପାରା । ଗଟେକ୍ ରାଜିନାମା ଆରାବ୍ ଦେସେ ରଇବା ସିନଅ ପର୍ବତ୍ ଉପ୍ରେ ପର୍ମେସର୍ ମସାକେ ଦେଇରଇବା ନିୟମ୍ । ଏ ରାଜିନାମା ଆଗାର୍କେ ସମାନ୍ କରି ଅଇସି । କାଇକେବଇଲେ ଆଗାର୍ ଆରି ତାର୍ ପିଲାମନ୍ ଗତି ଅଇରଇଲାଇ । ସମାନ୍ ସେନ୍ତାରିସେ ଏ ରାଜିନାମାର୍ ପିଲାମନ୍ ସବୁଲକ୍ ଗତିଦାଙ୍ଗ୍ଡା ।