ଏବ୍ରି 9:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 କାଇକେବଇଲେ ସେଟା ସବୁ ଗାଗଡର୍ ଲାଗି ରଇବା ନିୟମ୍ ରଇଲା । ଜେନ୍ତାରି କି, କାଇଟା କାଇଅଇସି, କାଇଟା ପିଇ ଅଇସି ଆରି ସେ ସବୁ ନିକ ସଙ୍ଗ୍ ଦଇବା ବିସଇ, ବାଇରେ ଦେକାଅଇବା ରିତିନିତି ସେ । ପରମେସରର୍ ନୁଆ ନିୟମ୍ ଟିକ୍ ଅଇବାଜାକ, ଏ ସବୁ କର୍ବାଟା ରଇଲା । အခန်းကိုကြည့်ပါ။ |