ଏବ୍ରି 9:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 କିରିସ୍ଟ ସେ ତାମୁ ବାଟେଜାଇ ଏକାତରେକ୍ ସେ ବଡ୍ ସୁକଲ୍ ଜାଗାଇ ପୁର୍ଲା । ସେ ତେଇ ପୁର୍ବା ବେଲେ ବଲି କର୍ବାକେ ଚେଲି କି ପସୁ ବନି ନେଇ ନ ଜାଇରଇଲା । ମାତର୍ ସେ ନିଜର୍ ବନି ନେଇକରି ଜନ୍ ଜନ୍ଟା କର୍ବାର୍ ରଇଲା, ସେଟା ପୁରାପୁରୁନ୍ କଲା । ଜେନ୍ତାରି କି ଆମ୍କେ ମୁକ୍ଲାଇକରି କାଲ୍ କାଲ୍ ଜୁଗ୍ଜୁଗର୍ ପାଇ ମୁକ୍ତି ଦେଲା । အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।