ଏବ୍ରି 9:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ଆଗର୍ କାଲେ ଚେଲି ଆରି ବଲଦ୍ମନର୍ ବନି ଆରି ପଡାଇଲା ବାଚିପିଲାର୍ ଚାର୍ ଚିଚ୍ବାଟା, ଏସବୁ ଅସୁକଲ୍ ଅଇରଇବା ଲକ୍ମନର୍ ଗାଗଡ୍ ଦଇବା କାମ୍କେସେ ଆଇଲା । အခန်းကိုကြည့်ပါ။ |
ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକର୍ ଦସା ସେନ୍ତାରି ରଇଲେ, ପର୍ମେସରର୍ ପଅକେ ଇନ୍ କର୍ବା ଗଟେକ୍ ଲକର୍ ଦସା କେତେକ୍ ଅଦିକ୍ ନ ରଏ । ଜଦି ତାର୍ ରାଜିନାମାର୍ ବନିକେ କାଇ ମୁଲିଅ ନାଇ ବଲି ଏଲାକରିଦେଲେ, ଏ ବନିର୍ ଲାଗି ସେ ପାପେଅନି ସେ ସୁକଲ୍ ଅଇରଇଲା । ସେନ୍ତାରି କର୍ବା ଲକ୍ ପର୍ମେସରର୍ ଆତ୍ମା ଜେ କି ଜିବନ୍ ଦୁକାଇ ଦୟା ଦେକାଇସି, ତାକେ ମିସା ମନ୍ଦୁକ୍ କରାଇଲାନି । ତାର୍ ଡଣ୍ଡ୍ କେତେକ୍ ଅଦିକ୍ ନ ଅଏ ।