ଏବ୍ରି 9:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ । အခန်းကိုကြည့်ပါ။ |
ପର୍ମେସରର୍ ମନ୍ଦିରେ ପୁତ୍ଲା ପୁଜା କର୍ବାର୍ ନ ଅଏ । ଆମେ ପର୍ମେସରର୍ ମନ୍ଦିର୍ ପାରା । କାଇକେବଇଲେ ଜିବନ୍ ରଇବା ପର୍ମେସର୍ ଆମର୍ ବିତ୍ରେ ବାସା ଅଇଆଚେ । ସେ ନିଜେ କଇଲାଆଚେ “ ଜନ୍ ଲକ୍ମନ୍ ମର୍ ଲକ୍, ମୁଇ ସେମନର୍ ସଙ୍ଗ୍ ରଇବି । ତାକର୍ ବିତ୍ରେ ଚାଲାବୁଲା କର୍ବି । ମୁଇ ସେମନର୍ ପର୍ମେସର୍ ଅଇବି । ଆରି ସେମନ୍ ମର୍ ଲକ୍ ଅଇବାଇ ।”
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।