2 ଏ ତୁମ୍ଟାନେ ଦୁଇଟା ଜାଗା ରଇଲା । ପର୍ତୁମ୍ ଜାଗାକେ ସୁକଲ୍ ଜାଗା ବଲି ନାଉଁ ରଇଲା । ସେ ବିତ୍ରେ ବତିସଙ୍ଗଇବା କୁଦ୍ରା ଆରି ପର୍ମେସର୍କେ ସର୍ପିଦେବାକେ ରୁଟି ସଙ୍ଗଇବା ଗଟେକ୍ ଟେବୁଲ୍ ରଇଲା ।
ସେଦିନେ ସେମନ୍ ମନ୍ଦିର୍ ବିତ୍ରେ ପୁରି, ମାପ୍ରୁର୍ପାଇ ସର୍ପି ଅଇରଇବା ରୁଟି କାଇଲାଇ । ନିୟମ୍ ଇସାବେ ପୁଜାରିକେ ଚାଡି, ସେ ରୁଟି କେ ମିସା କାଇବାର୍ ଅଦିକାର୍ ନ ରଇଲା ।
କେ ମିସା ବତି ଡସାଇକରି ଆଣ୍ଡିଡାବି ନ ସଙ୍ଗଅତ୍ । ସେଟା ବତିକୁଦ୍ରା ଉପ୍ରେ ସଙ୍ଗଇବାଇ ଆରି ଗରେ ରଇଲା ସବୁ ଲକ୍କେ ଉଜଲ୍ ଦେଇସି ।
ଜିଉଦିମନର୍ ବଡ୍ ପୁଜାରି ଜେନ୍ତିକି ବରସ୍କେ ତରେକ୍ ପସୁର୍ ବନି ନେଇ ବଡ୍ ସୁକଲ୍ ଜାଗାଇ ଜାଇସି, ସେନ୍ତାରି କିରିସ୍ଟ ନିଜ୍କେ ତର୍କେ ତର୍ ସର୍ପିଅଇକରି ତେଇ ଜାଏନାଇ ।