ଏବ୍ରି 9:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ତେବର୍ପାଇ ଏ ସବୁ ବିସଇ ଜନ୍ଟା ସର୍ଗେ ରଇବା ବିସଇ ଚୁଚାଇସେ ଆଚେ । ଏଟା ସବୁ ପସୁମନର୍ ବନିସଙ୍ଗ୍ ସୁକଲ୍ କରାଇବାକେ ଦର୍କାର୍ ରଇଲା । ମାତର୍ ସରଗର୍ ବିସଇମନ୍କେ ସୁକଲ୍ କର୍ବାକେ ସର୍ପି ଅଇବାଟା ଅଦିକ୍ ନିକ ଅଇରଇବାର୍ ରଇଲା । အခန်းကိုကြည့်ပါ။ |
ମସାର୍ ନିୟମ୍ ଅବ୍କା ଗଟେକ୍ ବାନା ପାରା ରଇଲା । ଜନ୍ ନିକ ଆସିର୍ବାଦ୍ କିରିସ୍ଟ ଆମ୍କେ ଦେଇସି, ସେ ଆସିର୍ବାଦର୍ ଗୁନ୍ଚଲନ୍ ତେଇ ଡିସ୍ତେରଇଲା । ମାତର୍ ସେଟା ଆସିର୍ବାଦର୍ ସମାନ୍ ନଏଁ । ତେବର୍ପାଇ ନିୟମ୍ ମାଙ୍ଗ୍ଲା ଇସାବେ, ସେମନ୍ ସବୁ ବର୍ସେ ବଲି ସର୍ପାଇ ଅଇତେରଇଲାଇ । ମାତର୍ ସେ ସବୁ ବଲି ସରପ୍ବାଟା ପର୍ମେସର୍ଟାନେ ଆଇବା ଲକ୍ମନ୍କେ ସିଦ୍ କରିନାପାର୍ଲା ।
ମାତର୍ ତାକର୍ ସେବା କର୍ବା ଜାଗା ସର୍ଗେ ରଇବା ସତ୍ ବିସଇ ଅବ୍କା ଗଟେକ୍ ଚାଇପାରା । ସମାନ୍ ସେନ୍ତାରିସେ ମସାର୍ ବେଲେ ଅଇଲା । ସେ ଜେଡେବଲ୍ ଗଟେକ୍ ତୁମ୍କୁଡିଆ ତିଆର୍ କର୍ବାକେ ଜାଇତେରଇଲା, ପରମେସର୍ ତାକେ ତିଆର୍ଲା, “ଜାଗ୍ରତ୍ ! ତୁଇ ସୁକଲ୍ ତୁମ୍କୁଡିଆଇ ଜେତ୍କି କର୍ସୁ ବଇଲେ, ମୁଇ ତକେ ସେଟା ପର୍ବତେ ଦେକାଇଲା ରକାମ୍ କର୍ବାର୍ ଆଚେ ।”
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।