3 ସେ ଜାଗାଇ ପୁର୍ବା ବାଟେ ଗଟେକ୍ ପାର୍ଦା ରଇଲା । ପାର୍ଦାର୍ ପଚ୍ବାଟେ ଜନ୍ ଜାଗା ରଇଲା, ତାକେ ବଡ୍ ସୁକଲ୍ ଜାଗା ବଲି କଇତେ ରଇଲାଇ ।
ସେଡ୍କି ବେଲେ ମନ୍ଦିରେ ଜୁଲ୍ତେ ରଇବା ପାର୍ଦା ଉପ୍ରେଅନି ତଲେ ଜାକ ଦୁଇ ଗନ୍ଦାଅଇ ଚିରିଅଇଗାଲା । ଦର୍ତନି ଚୁଲ୍ବୁଲି ପାକ୍ନାମନ୍ ସବୁ ପୁଟିଗାଲା
ଏ ଆସା ଆମର୍ ବିସ୍ବାସ୍ ଡାଁଟ୍ କରାଇସି । କାଇକେବଇଲେ ସେଟା ପୁରାପୁରୁନ୍ ଅଇସିଆକା । ଅମର୍ ଆସାର୍ ଲାଗି ଆମେ ପର୍ମେସରର୍ ଜାଗାଇ ପୁରିଆଚୁ । ଏଟା ଜେନ୍ତାରି ବଡ୍ ପୁଜାରି ମନ୍ଦିରର୍ ଅଦିକ୍ ସୁକଲ୍ ଜାଗାଇ ପୁର୍ସି । ଜନ୍ ଜାଗା କି ପାର୍ଦା ବିତ୍ରେ ଲୁଚିରଇସି ।
ମାତର୍ ବିତ୍ରର୍ ଜାଗାଇ ବଡ୍ ପୁଜାରିସେ ଜିବାକେ ଅଦିକାର୍ ରଇଲା । ସେ ସିତି ବର୍ସେକ୍କେ ତରେକ୍ ସେ ଜାଇତେରଇଲା । ସେ ନିଜର୍ ପାଇ ଆରି ଲକ୍ମନ୍ ନ ଜାନିକରି କରିରଇବା ପାପ୍ ପାଇ ବନି ନେଇକରି ଜଦି ନ ପୁର୍ଲେ ସେ ଜାଇନାପାର୍ତେ ରଇଲା ।
ଏ ସବୁ ବିସଇର୍ଲାଗି ସୁକଲ୍ ଆତ୍ମା ଜାନାଇଲାନି ଜେ, ପର୍ମେସରର୍ ଅଦିକ୍ ସୁକଲ୍ ଜାଗାଇ ପୁର୍ବାକେ ଲକ୍ମନ୍କେ ଅଦିକାର୍ ନ ରଇଲା । କାଇକେବଇଲେ ସୁକଲ୍ ଜାଗା ଆରି ଅଦିକ୍ ସୁକଲ୍ ଜାଗା ବିସଇନେଇ ରଇବା ଆଗ୍ତୁର୍ ଆଦେସ୍ ସବୁ ଲକ୍ମନ୍ ମାନିଆଇତେ ରଇଲାଇ ।